ବିଦେଶରେ ପୁଣି ଚମକିଲେ ମାନସ

ଭୁବନେଶ୍ୱର: ପୁଣି ଥରେ ବିଦେଶରେ ଚମକିଲେ ଓଡିଆ ବାଲୁକା ଶିଳ୍ପୀ ମାନସ କୁମାର ସାହୁ। କତାରର ଦୋହାରେ ଏକ ସାଣ୍ଡ ଆନିମେଶନ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମାନସି ।

୩୦ ମିନିଟ୍‌ର ଏହି କାର୍ଯ୍ୟକ୍ରମରେ ମାନସଙ୍କ ଆନିମେଶନ୍ ବେଶ ଚିତ୍ତାକର୍ଷକ ହୋଇଥିଲା। ଭାରତ ଓ କତାରର କଳା, ସଂସ୍କୃତି ଏବଂ ଐତିହ୍ୟକୁ ଏହି ଅବସରରେ ଦର୍ଶାଇଥିଲେ ମାନସ।

ବହୁ ସଂଖ୍ୟାରେ ବିଦେଶୀ ଅତିଥି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

ମହଙ୍ଗା ପଡ଼ିଲା କମେଣ୍ଟ ମରା, ଜୋତାରେ ପିଟିଲେ ମହିଳା

ପରିବାରବାଦ ରାଜନୀତିର ଆଉ ଫର୍ଦ୍ଦେ ଯୋଡିଲେ ମାୟାବତୀ

You might also like