ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସ୍ୱର୍ଣ୍ଣ ପଦକ

ଭୁବନେଶ୍ୱର: ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ। ଚେକ୍ ରିପବ୍ଲିକ୍ ଗ୍ରାଁପି ଲିବେରେସନ୍ ସୁଟିଂ ପ୍ରତିଯୋଗିତାରେ ସେ ଏହି ସ୍ୱର୍ଣ୍ଣ ପଦକ ଜିଣିଛନ୍ତି।

ମିକ୍ସଡ୍ ଇଭେଣ୍ଟରେ ଗଗନ ନାରଙ୍ଗଙ୍କ ସହ ଖେଳୁଥିଲେ ଓଡ଼ିଆ ଝିଅ ଶ୍ରୀୟଙ୍କା। ୧୦ ମିଟର ଏୟାର ରାଇଫଲରେ ସେ ଜିତିଛନ୍ତି ଏହି ପଦକ। ଗତକାଲି ୫୦ ମିଟର ଏୟାର ରାଇଫଲରେ ସେ ରୌପ୍ୟ ପଦକ ଜିତିଥିଲେ।

ଆହୁରି ପଢ଼ନ୍ତୁ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

ବିରାଟ୍‌ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶ୍ନ, ‘ଏତେ ଫିଟ୍ କେମିତି ରହୁଛ’

ପରଲୋକରେ ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଡିନ୍ ଜୋନ୍ସ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

You might also like