ସୁଲତାନ ଆଜଲାନ୍ ଶାହ ହକି: ମାଲେସିଆକୁ ହରାଇଲା ଭାରତ

ଇପୋ: ସୁଲତାନ ଆଜଲାନ୍ ଶାହ ହକିରେ ଭାରତ। ୫-୧ ଗୋଲରେ ଆୟୋଜକ ମାଲେସିଆକୁ ପରାସ୍ତ କରିଛି।  ଆରମ୍ଭରୁ ହିଁ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା ଭାରତଅ।

ଦଶମ ମିନିଟରେ ପ୍ରଥମ ଗୋଲ୍ ଦେଇଥିଲେ ଓଡ଼ିଆ ଖେଳାଳି ଶିଳାନନ୍ଦ ଲାକ୍ରା। ଏହାପରେ ଗୁରଜନ୍ତ ସିଂ ଦୁଇଟି, ସୁମିତ୍ କୁମାର ଓ ରମଣଦୀପ ସିଂହ ଗୋଟିଏ ଲେଖାଏଁ ଗୋଲ୍ ସ୍କୋର କରିଥିଲେ।

ଟୁର୍ଣ୍ଣାମେଣ୍ଟର ଭାରତର ଏହା ପ୍ରଥମ ବିଜୟ। ଏହି ବିଜୟ ସହ ଭାରତର ଫାଇନାଲ୍ ଖେଳିବା ଆଶା ଉଜ୍ଜୀବିତ ରହିଛି। ଏହାପୂର୍ବରୁ ଭାରତ, ଅଷ୍ଟ୍ରେଲିଆ ଓ ଆର୍ଜେଣ୍ଟିନା ଠାରୁ ହାରିଥିବା ବେଳେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଡ୍ର ରଖିଥିଲା। ଆସନ୍ତାକାଲି ଅନ୍ତିମ ଲିଗ୍ ମ୍ୟାଚରେ ଭାରତ ଆୟରଲ୍ୟାଣ୍ଡକୁ ଭେଟିବ।

ଆହୁରି ପଢ଼ନ୍ତୁ

ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଶୋଇଥିବା ଅବସ୍ଥାରେ ଚାଲିଗଲା ପୂର୍ବତନ କ୍ରିକେଟରଙ୍କ ଜୀବନ

ଆଶୀର୍ବାଦ ବେହେରାଙ୍କୁ କ୍ଲିନ୍ ଚିଟ୍

‘ଫିଟ୍ ଇଣ୍ଡିଆ ଫ୍ରୀଡମ୍ ରନ୍’‌ରେ ଭାଗ ନେଲେ ଜାତୀୟ ଖେଳାଳି

ଫିକ୍ସିଂ ଅଭିଯୋଗରେ ୨ କ୍ରିକେଟର୍ ସସପେଣ୍ଡ୍

ସରିଲା କ୍ରିକେଟର୍ ଶ୍ରୀସନ୍ଥଙ୍କ ବାସନ୍ଦାଦେଶ

ହଟିଲେ ବାବର, ମଲାନ୍ ନୂଆ ନମ୍ବର ୱାନ୍ ଟି-୨୦ ବ୍ୟାଟ୍ସମ୍ୟାନ୍

ସରିଲା ଅପେକ୍ଷା, ଜାରି ହେଲେ ଆଇପିଏଲ୍ ସିଡ୍ୟୁଲ୍

ବଲରେ ସାନିଟାଇଜର୍ ଲଗାଇ ସସ୍‌ପେଣ୍ଡ୍‌ ହେଲେ ଏହି ବୋଲର୍

ଆସନ୍ତାକାଲି ଜାରି ହେବ ଆଇପିଏଲ୍ କାର୍ଯ୍ୟସୂଚୀ

You might also like