ଆଜିଠୁ ଆରମ୍ଭ ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ

କିଙ୍ଗଷ୍ଟନ  : ଆଜିଠୁ ଜାମାଇକାର କିଙ୍ଗଷ୍ଟନ ଠାରେ ଆରମ୍ଭ ହେଉଛି ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ। ପ୍ରଥମ ଟେଷ୍ଟକୁ ଜିତିନେଇ ୧-୦ରେ ଆଗୁଆ ଥିବା ଭାରତ ସିରିଜକୁ କ୍ଲିନ୍  ସୁଇପ୍  କରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ।

ଅନ୍ୟପକ୍ଷରେ ଏହି ମ୍ୟାଚ୍  ଘରୋଇ ୱେଷ୍ଟଇଣ୍ଡିଜ ପାଇଁ ଶେଷ ସୁଯୋଗ ହେବ।  ଏହା ପୂର୍ବରୁ ଖେଳାଯାଇଥିବା ଟି-ଟ୍ୱେଣ୍ଟି ଶୃଙ୍ଖଳାକୁ ଭାରତ ୩-୦ରେ ଏବଂ ଦିନିକିଆ ଶୃଙ୍ଖଳାକୁ ୨-୦ରେ ଜିତିନେଇଥିଲା। କିଙ୍ଗଷ୍ଟନରେ ଭାରତ ବିଜୟୀ ହେଲେ କୋହଲି ବାହିନୀ ଲଗାତାର ତିନୋଟି ଫର୍ମାଟରେ ବିଜୟୀ ହେବ।

ଆହୁରି ପଢ଼ନ୍ତୁ

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

୧୨୭ ରନ୍‌ର ଟାର୍ଗେଟ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

କ୍ରିକେଟ୍ କିମ୍ବଦନ୍ତୀ କପିଲ ଦେବଙ୍କୁ ହୃଦ୍‌ଘାତ; ଡାକ୍ତରଖାନାରେ ଭର୍ତ୍ତି

ଆଇପିଏଲ ବେଟିଂ; ଜବତ ହେଲା ବିପୁଳ ପରିମାଣର ଟଙ୍କା

You might also like