ଆଜି ଚେନ୍ନାଇ ଓ ହାଇଦ୍ରାବାଦ ମଧ୍ୟରେ ଟକ୍କର, ଜାଣନ୍ତୁ ଉଭୟଙ୍କ ସ୍ଥିତି ରହିଛି କେମିତି

ଦୁବାଇ: ଚଳିତ ଆଇପିଏଲରେ ଆଜି ଡେଭିଡ୍‌ ୱାର୍ଣ୍ଣରଙ୍କ ସନ୍‌ରାଇଜର୍ସ ହାଇଦ୍ରାବାଦ ଏବଂ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଛି। ଏହି ମ୍ୟାଚ୍‌ ଦୁବାଇ ଆନ୍ତର୍ଜାତିକ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ।

ପୂର୍ବରୁ ଏହି ଦୁଇ ଦଳ ଅକ୍ଟୋବର ୨ରେ ଭେଟ ହୋଇଥିଲେ। ହାଇଦ୍ରାବାଦ ଏହି ମ୍ୟାଚ୍‌କୁ ୭ ରନ୍‌ରେ ଜିତି ନେଇଥିଲା। ତେବେ ଏଥର ମଧ୍ୟ ଚେନ୍ନାଇକୁ ପରାସ୍ତ କରିବା ପାଇଁ ଦଳ ପ୍ରସ୍ତୁତି ଚଳାଇଛି।

ଅନ୍ୟପଟେ ଚେନ୍ନାଇ ଏବେ ସଙ୍କଟ ଦେଇ ଗତି କରୁଛି। ଆଜିର ମ୍ୟାଚ୍‌କୁ ଦଳ ଜିତି ଆଉ ଗୋଟେ ସ୍ଥାନ ଉପରକୁ ଉଠିବ।  ଏ ନେଇ ଦମ୍ ‌ଦେଇ ଲାଗି ପଡ଼ିବ ବୋଲି ଚର୍ଚ୍ଚା ହେଉଛି।

ହାଇଦ୍ରାବାଦ ୭ଟି ମ୍ୟାଚ୍‌ ମଧ୍ୟରୁ ୩ଟି ମ୍ୟାଚ୍ ଜିତିଥିବାବେଳେ ଆଇପିଏଲ୍ ୨୦୨୦ ପଏଣ୍ଟ ଟେବୁଲ୍‌ରେ ପାଞ୍ଚ ନମ୍ୱର ସ୍ଥାନରେ ରହିଛି। କିନ୍ତୁ ଧୋନୀ ବାହିନୀ ଏପର୍ଯ୍ୟନ୍ତ ୭ଟି ମ୍ୟାଚ୍‌ରୁ ୨ଟି ବିଜୟ ହାସଲ କରିଛି ଏବଂ ପଏଣ୍ଟ ଟେବୁଲ୍‌ରେ ସପ୍ତମ ସ୍ଥାନରେ ରହିଛି।

ଆହୁରି ପଢ଼ନ୍ତୁ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

ରୋମାଞ୍ଚକର ମ୍ୟାଚ୍‌କୁ ଜିତି ନେଲା କୋଲକାତା

ହାଇଦ୍ରାବାଦକୁ ୧୬୪ ରନ୍‌ର ଟାର୍ଗେଟ ଦେଲା କେକେଆର

ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

ଯୁବରାଜ ସିଂହଙ୍କୁ ୬ ଥର ଆଉଟ କରିଥିବା ଖେଳାଳି କ୍ରିକେଟରୁ ସନ୍ୟାସ ନେଲେ

IPL 2020: ମୁମ୍ବାଇ ପାଖରେ ଏତେ ସହଜରେ କେମିତି ହାରିଗଲା KKR

You might also like