ଓଡ଼ିଶା କ୍ରିକେଟ ଆସୋସିଏସନ ନିର୍ବାଚନ; ଆଜି ନାମାଙ୍କନ, ୨୭ରେ ନିର୍ବାଚନ

କଟକ: ଓଡ଼ିଶା କ୍ରିକେଟ ଆସୋସିଏନ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ ହେବ। ଆଶାୟୀ ପ୍ରାର୍ଥୀମାନେ ଆଜି ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ୨୧ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ୨୨ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ରହିଛି।

ସଭାପତି, ଉପସଭାପତି, ସଂପାଦକ, ଯୁଗ୍ମ ସଂପାଦକ, କୋଷାଧ୍ୟକ୍ଷ ଓ କାଉନସିଲ ସଦସ୍ୟ ପଦ ପାଇଁ ଆସନ୍ତା ୨୭ ତାରିଖରେ ନିର୍ବାଚନ ହେବ।  ସେପ୍ଟେର ୨୮ ତାରିଖ ସୁଦ୍ଧା ଓସିଏ ନିର୍ବାଚନ ସାରିବାକୁ ବିସିସିଆଇର ପ୍ରଶାସକ କମିଟି ପକ୍ଷରୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା।

 

ଆହୁରି ପଢ଼ନ୍ତୁ

ଧୋନିଙ୍କ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

ଚେନ୍ନାଇର ଜବରଦସ୍ତ କମବ୍ୟାକ୍, ୧୬୨ ରନରେ ଅଟକିଲା ଡିଫେଣ୍ଡିଂ ଚାମ୍ପିୟନ୍

ବାଜିଲା ଆଇପିଏଲ୍ ବିଗୁଲ୍‌, ଟସ୍ ଜିତିଲେ ଧୋନି

IPL 2020 Guidelines: ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

You might also like