ଆସନ୍ତାକାଲି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-ଟ୍ୱେଣ୍ଟି

ବିଶାଖାପଟନମ୍‌ରେ ଟିମ୍‌ ଇଣ୍ଡିଆର ଅଭ୍ୟାସ

ବିଶାଖାପଟନମ୍‌ : ଆସନ୍ତାକାଲିଠୁ ଆରମ୍ଭ ହେଉଛି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦୁଇ ଟିକିଆ ଟି-ଟ୍ୱେଣ୍ଟି ସିରିଜ୍‌ର ପ୍ରଥମ ମ୍ୟାଚ୍‌। ଆନ୍ଧ୍ର ପ୍ରଦେଶର ଭାଇଜାଗ୍‌ରେ ପ୍ରଥମ ମ୍ୟାଚ୍‌ ଖେଳାଯିବ।

ଏଥିପାଇଁ ଭାରତୀୟ ଟିମ୍ ଭାଇଜାଗ୍‌ରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିସାରିଛି। ଦ୍ୱିତୀୟ ଟି-ଟ୍ୱେଣ୍ଟି ବେଙ୍ଗାଲୁରରେ ଆୟୋଜିତ ହେବ। ଟି-ଟ୍ୱେଣ୍ଟି ସିରିଜ୍‌ ପରେ ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ୫ ଟି ଦିନିକିଆ ଖେଳାଯିବ।

ସେପଟେ ପୁଲୱାମା ଆକ୍ରମଣ ଘଟଣାକୁ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ନିନ୍ଦା କରିଛନ୍ତି। ଏ ସମ୍ପର୍କରେ ଦେଶ ଯାହା ନିଷ୍ପତ୍ତି ନେବ ତାହାକୁ ଟିମ୍‌ ଇଣ୍ଡିଆ ସମର୍ଥନ କରିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଗାଭାସ୍କରଙ୍କୁ ମୁହଁତୋଡ଼ ଜବାବ ଦେଲେ ବିରାଟ୍ କୋହଲିଙ୍କ ପତ୍ନୀ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

ବିରାଟ୍‌ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶ୍ନ, ‘ଏତେ ଫିଟ୍ କେମିତି ରହୁଛ’

ପରଲୋକରେ ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଡିନ୍ ଜୋନ୍ସ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

You might also like