ଉତ୍କଳ ଓପନ ଟେବୁଲ ଟେନିସ ଉଦ୍‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ଟେନିସ୍ କମ୍ପ୍ଲେକ୍ସରେ ଆରମ୍ଭ ହୋଇଛି ଅଲ୍ ଓଡ଼ିଶା ଉତ୍କଳ ଓପନ୍ ଟେନିସ୍ ଟୁର୍ଣ୍ଣାମେଣ୍ଟ। ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର, ମଧୁସୂଦନ ପାଢୀ ଅତିଥିଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଉଦ୍‌ଘାଟନ କରିଥିଲେ।

ଏହି ପ୍ରତିଯୋଗିତାରେ ୮ଟି ଗ୍ରୁପରେ ୪ଶହ ପ୍ରତିଯୋଗୀ ଭାଗ ନେଉଛନ୍ତି। ୧୩ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୨ ଲକ୍ଷ ଟଙ୍କା ପୁରସ୍କାର ରଖାଯାଇଛି।

ଆହୁରି ପଢ଼ନ୍ତୁ

୪ ବର୍ଷ ପରେ ଆଉଟ୍ ହୋଇ ଇତିହାସ ରଚିଲେ ଏହି ମହିଳା କ୍ରିକେଟର୍‌

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍‌ରେ ଭାରତ ଚାମ୍ପିଅନ୍: ପୁରୁଷ ଓ ମହିଳାରେ ସ୍ୱର୍ଣ୍ଣ ଜିତିଲା

ସୋଶାଲ୍‌ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରି ଏଜାଜ ଖାନ୍‌ ଗିରଫ

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍: ଭାରତୀୟ ମହିଳା ଟିମ୍ ଫାଇନାଲରେ

ଆଉ ଏକ ସମ୍ମାନର ଅଧିକାରୀ ହେଲେ ସଚିନ୍

ଆଇସିସି ହଲ୍ ଅଫ୍ ଫେମ୍‌ରେ ସ୍ଥାନ ପାଇଲେ ସଚିନ

ଆଇସିସିରୁ ବାଦ୍ ପଡ଼ିଲା ଜିମ୍ୱାଓ୍ୱେ କ୍ରିକେଟ୍‌ ଟିମ୍‌

ୱେଷ୍ଟଇଣ୍ଡିଜ ଗସ୍ତରେ ସବୁ ସିରିଜ୍ ଖେଳିବେ ବିରାଟ୍

କଟକରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିଅନ୍‌ସିପ୍ ଉଦ୍‌ଘାଟିତ

କୋଚ୍ ଖୋଜିବା ଆରମ୍ଭ କଲା BCCI !

କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ବଜାୟ ରଖିଲେ ବିରାଟ୍ ଓ ବୁମ୍ରା

You might also like