ଭାଇରାଲ ହେଲା କୋହଲିଙ୍କ ଡ୍ୟାନ୍ସ

ନୂଆଦିଲ୍ଲୀ : ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ ଆଜିର ମ୍ୟାଚ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଏହା ରନ୍‌ କରି ନୁହେଁ ବରଂ ପଡ଼ିଆରେ ତାଙ୍କର ନାଚ ପାଇଁ। ଆଶ୍ଚର୍ଯ୍ୟ ହୋଇଗଲେ କି, ହଁ ଆପଣ ଠିକ୍‌ ପଢ଼ିଛନ୍ତି। ଥରେ ଏହି ଭିଡିଓ ଦେଖନ୍ତୁ…

ଏହି ଭିଡିଓଟି ଜତିନ୍‌ ନାମକ ଜଣେ ଟ୍ୱିଟର୍ ବ୍ୟବହାରକାରୀ ତାଙ୍କ ଆକାଉଣ୍ଟରେ ସେୟାର କରିଛନ୍ତି। ଭିଡିଓଟିରେ ଆଜିର ମ୍ୟାଚ୍‌ କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ଖେଳିବା ପୂର୍ବରୁ ପ୍ରାକ୍ଟିସ୍‌ ବେଳର ଦୃଶ୍ୟ। ଯେଉଁଥିରେ କି କୋହଲି ଗୀତର ତାଳେ ତାଳେ ସ୍କିପର୍‌ ଡ୍ୟାନ୍ସ କରୁଥିବାର ଦେଖାଯାଉଛି।

ତେବେ ଏହି ଭିଡିଓଟି ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ କ୍ଲିପ୍‌କୁ ଏ ପ୍ରର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଲୋକ ଦେଖିସାରିଥିବା ବେଳେ ପାଖାପାଖି ୩ ହଜାର ଲେକ ରିଟ୍ୱିଟ୍ କରିଛନ୍ତି।

ଆହୁରି ପଢ଼ନ୍ତୁ

ରାଗରେ ବ୍ୟାଟ୍‌ ଫୋପାଡ଼ି ଦେଲେ ଗେଲ୍‌ !

IPL 2020, ଧୋନିଙ୍କ ବିଜୟରୁ ଫାଇଦା ନେଲା ମୁମ୍ବାଇ

ଦିନେ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଏହି କ୍ରିକେଟର, ଏବେ….

ଜାରିହେଲା ଅଷ୍ଟ୍ରେଲିଆ-ଭାରତ ସିରିଜର ଖେଳସୂଚୀ

IPL 2020: ଦିଲ୍ଲୀ କ୍ୟାପିଟାଲ୍ସର ହାଟ୍ରିକ୍‌ ହାର, କ୍ୟାପ୍‌ଟେନ ଶ୍ରେୟାସ କହିଲେ…

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

You might also like