ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍‌: ଭାରତର ପ୍ରମୋଦ-ମନୋଜ ଯୋଡ଼ିଙ୍କୁ ସ୍ୱର୍ଣ୍ଣ

ନୂଆଦିଲ୍ଲୀ: ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାରତର ପ୍ରମୋଦ ଭଗତ ଓ ମନୋଜ ସରକାର ଯୋଡ଼ି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ଯୋଡ଼ି ନିଜ ଦେଶର ତରୁଣ ଓ ନିତେଶ କୁମାରଙ୍କୁ ପରାସ୍ତ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

ପ୍ରମୋଦ ଭଗତ ଓ ମନୋଜ ସରକାର ଯୋଡ଼ି ୧୪-୨୧, ୨୧-୧୫, ୨୧-୧୬ ସେଟ୍‌ରେ ତରୁଣ ଓ ନିତେଶ କୁମାର ଯୋଡ଼ିଙ୍କୁ ପରାସ୍ତ କରିଥିଲେ। ଆଜି ହେବାକୁ ଥିବା ସିଙ୍ଗଲ୍ସ ଫାଇନାଲରେ ବି ଖେଳିବେ ପ୍ରମୋଦ ଭଗତ।

ଆହୁରି ପଢ଼ନ୍ତୁ

ଜାରିହେଲା ଅଷ୍ଟ୍ରେଲିଆ-ଭାରତ ସିରିଜର ଖେଳସୂଚୀ

IPL 2020: ଦିଲ୍ଲୀ କ୍ୟାପିଟାଲ୍ସର ହାଟ୍ରିକ୍‌ ହାର, କ୍ୟାପ୍‌ଟେନ ଶ୍ରେୟାସ କହିଲେ…

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

୧୨୭ ରନ୍‌ର ଟାର୍ଗେଟ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

You might also like