ଅଟକ ରଖିଥିବା ଭାରତର ୧୦ ଯବାନଙ୍କୁ ଛାଡ଼ିଲା ଚୀନ ! Jun 19, 2020 ନୂଆଦିଲ୍ଲୀ: ଗଲୱାନ ଭ୍ୟାଲିରେ ଭାରତ-ଚୀନ ମଧ୍ୟରେ ହୋଇଥିବା ଭୟଙ୍କର ସଂଘର୍ଷର କିଛିଦିନ ପରେ ଚୀନ ଅଟକ ରଖିଥିବା ଭାରତର ୧୦ ଯବାନଙ୍କୁ ଛାଡ଼ି ଦେଇଛି। ଦୁଇ ଦେଶ…