ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।
]]>ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।
ଆହୁରି ମଧ୍ୟ ପଢ଼ନ୍ତୁ: ୨୩ ଜିଲ୍ଲାରୁ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୮୦ଜଣ ଚିକିତ୍ସାଧୀନ ଥିବାବେଳେ ୪,୬୦୬ଜଣ ସୁସ୍ଥ ହୋଇଛନ୍ତି। ୨୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫, ଝାରସୁଗୁଡ଼ାରୁ ୧୮, କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏ, ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ମାଲକାନଗିରିରୁ ୨, ବରଗଡ଼ରୁ ୧୮, ବାଲେଶ୍ୱର ଓ କଟକରୁ ୧୨ଜଣ ଲେଖାଏ, ଅନୁଗୁଳ ଓ ଜଗତସିଂହପୁରରୁ ୪ଜଣ ଲେଖାଏ, ଗଞ୍ଜାମରୁ ୭୬, ନୟାଗଡ଼ରୁ ୨, ପୁରୀରୁ ୭, ସୁନ୍ଦରଗଡ଼ରୁ ୪ ଓ ବଲାଙ୍ଗିରରୁ ୨ ଓ ମୟୂରଭଞ୍ଜରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୮୦ଜଣ ଚିକିତ୍ସାଧୀନ ଥିବାବେଳେ ୪,୬୦୬ଜଣ ସୁସ୍ଥ ହୋଇଛନ୍ତି। ୨୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ ଲେଖାଏ, ରାୟଗଡ଼ାରୁ ୧୬, ଗଞ୍ଜାମରୁ ୫୮, ଯାଜପୁର ଓ ନୟାଗଡ଼ରୁ ୩ଜଣ ଲେଖାଏ, ମାଲାକାନଗିରିରୁ ୫, ପୁରୀରୁ ୬, କଟକରୁ ୧୪, ଗଜପତିରୁ ୧୬, ବରଗଡ଼ ଓ କୋରାପୁଟରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ାରୁ ୬, ସମ୍ବଲପୁରରୁ ୨ଜଣ ଆକ୍ରାନ୍ତ ରହିଛନ୍ତି।
ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍ ମୁକାବିଲା କରି ଫେରିଥିବା ଏନ୍ଡିଆର୍ଏଫ୍ର ଆଉ ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୦୩ଜଣ ଚିକିତ୍ସାଧୀନ ଥିବାବେଳେ ୪,୪୨୨ଜଣ ସୁସ୍ଥ ହୋଇଛନ୍ତି। ୧୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୭ଜଣ, ଅନୁଗୁଳରୁ ୬ଜଣ, ନବରଙ୍ଗପୁର ଓ ଦେବଗଡ଼ରୁ ଜଣେ ଲେଖାଏ, ଜଗତସିଂହପୁରରୁ ୪ଜଣ, କଟକରୁ ୧୫ଜଣ, ବରଗଡ଼ ଓ ମାଲକାନଗିରିରୁ ୨ଜଣ ଲେଖାଏ, ଭଦ୍ରକରୁ ୫ଜଣ, ଯାଜପୁରରୁ ୩ଜଣ, ରାୟଗଡ଼ାରୁ ୫ଜଣ, କେନ୍ଦୁଝରରୁ ୧୮ଜଣ, ଗଞ୍ଜାମରୁ ୫୭ଜଣ, କେନ୍ଦ୍ରାପଡ଼ାରୁ ୫ଜଣ ଓ ମୟୂରଭଞ୍ଜରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍ ମୁକାବିଲା କରି ଫେରିଥିବା ଏନ୍ଡିଆର୍ଏଫ୍ ଓ ଅଗ୍ନିଶମ ବାହିନୀର ଆଉ ୧୮ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି।
ଆହୁରି ପଢ଼ନ୍ତୁ:ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୯ କରୋନା ପଜିଟିଭ୍
]]>