ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଯୋଗାଣ ଅଧିକାରୀ : ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ Mar 14, 2018 କୋରାପୁଟ : ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଯୋଗାଣ ଅଧିକାରୀ। ଜୟପୁରର ଜଣେ ମିଲର ପି ସନ୍ନମୁଖା ବାବୁଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ…