ଟ୍ରକ୍ ପଛରେ ପିଟିହେଲା କାର୍, ଚାଲିଗଲା ୩ ଜୀବନ Aug 7, 2020 ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ରଥିଆ ଛକ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ…