• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Acid Attack

Acid attack
ବାପ ପୁଅଙ୍କ ଉପରେ ଏସିଡ ମାଡ଼, ୩ ଆହତ

ଫୁଲବାଣୀରେ ଏସିଡ ଆଟାକ୍ । ଟାଉନ ଥାନା ଅନ୍ତର୍ଗତ ଶଶୀ ପାନ ଦୋକାନ ଛକରେ ଏସିଡ ଆକ୍ରମଣରେ ୩ ଜଣ ଆହତ ହୋଇଛନ୍ତି । ଆହତ ମଧ୍ୟରେ ବାପା, ପୁଅ ଏବଂ ଜଣେ ଯୁବକ ଅଛନ୍ତି ।

Acid attack
ବିଲରେ କାମ କରୁଥିବା ବେଳେ ବାପପୁଅଙ୍କୁ ଏସିଡ ମାଡ଼, ଉଭୟ ଗୁରୁତର

ଜମିବାଡ଼ି ବିବାଦରୁ ବାପପୁଅଙ୍କୁ ଏସିଡ ମାଡ଼.... ଦୁଇ ଗୁରୁତର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ...ଜଣଙ୍କୁ ଅଟକ ରଖି ପୋଲିସର ତଦନ୍ତ ଜାରି...

Crime Against Women
ବୀଭତ୍ସ କାଣ୍ତ; ଯୁବତୀଙ୍କୁ ଅପହରଣ ପରେ ଏସିଡ୍‌ ପକାଇ ହତ୍ୟା

ରାଜସ୍ଥାନ କରୌଲି ଜିଲ୍ଲାରେ ମହିଳାଙ୍କୁ ପ୍ରଥମେ ଅପହରଣ କରାଯାଇ ଏସିଡ୍‌ ପକାଇ ହତ୍ୟା କରାଯାଇଛି ।

crime
ବାପା କଲା ନାରକୀୟ କାଣ୍ଡ ! ଝିଅକୁ ବିବସ୍ତ୍ର କରି ଏସିଡ୍‌ ପିଆଇବା ପରେ ଫିଙ୍ଗିଦେଲା

ବିବାହ ପରେ ପୁରୁଣା ପ୍ରେମକୁ ଭଲି ପାରୁନଥିଲା ଝିଅ । ଲୋକନିନ୍ଦା ଭୟରେ ଝିଅକୁ ଜୀବନରେ ମାରି ଦେବା ପାଇଁ . .

Woman throws acid at ex boyfriend during his wedding in Chhattisgarh
ପ୍ରତିଶୋଧର ନିଆଁରେ ଜଳୁଥିଲା ପ୍ରେମିକା: ବାହାଘର ଦିନ ଏକ୍ସ-ବୟଫ୍ରେଣ୍ଡ୍‌ ଉପରେ ଏସିଡ୍‌ ଫିଙ୍ଗିଦେଲା

ବିବାହର ପ୍ରଲୋଭନ ଦେଖାଇ ଯୁବକ ଜଣକ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲା। ହେଲେ ପରେ ତାଙ୍କୁ ଧୋକା ଦେଇ ଅନ୍ୟତ୍ର ବିବାହ ପାଇଁ ନିଷ୍ପତ୍ତି ନେଇଥିଲା।

acid attack
ସ୍ୱାମୀର ଏତେ ରାଗ କାହିଁକି ? ପତ୍ନୀଙ୍କୁ କୋର୍ଟ ପରିସରରେ ACID ମାଡ଼ କଲା...

କାହିଁକି ଜଣେ ସ୍ୱାମୀ ନିଜ ପତ୍ନୀଙ୍କୁ ମାଡ଼ କଲା ଏସିଡ୍‌ ? ତାହା ପୁଣି କୋର୍ଟ ପରିସରରେ । କାରଣ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ ।

acid attack victim banita dies
ଆଖିବୁଜିଲେ ବାଲେଶ୍ୱର ଏସିଡ୍ ପୀଡିତା; ଜହ୍ଲାଦ ସ୍ୱାମୀକୁ ଫାଶି ଦେବାକୁ ଦାବି

ଏସିଡ୍ ମାଡରେ ଶରୀରର ୮୦ ପ୍ରତିଶତ ଜଳିଯାଇ ଗୁରୁତର ହୋଇପଡିଥିବା ବନିତାଙ୍କୁ ଏସସିବିର ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସା କରାଯାଉଥିଲା । ହେଲେ ରବିବାର ରାତିରେ ତାଙ୍କର ମୃତ୍ୟୁ ହୋଇଛି। ପୋଷ୍ଟମର୍ଟମ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି ।

Acid attacks on rise nationwide
ସଚେତନ ପରେ ବି ଥମୁନି ଏସିଡ୍‌ ଆଟାକ୍‌, ସାମ୍ନାକୁ ଆସିଲା NCRB ରିପୋର୍ଟରେ ଚମକାଇ ଦେଲା ଭଳି ତଥ୍ୟ

ଯେତେ ସଚେତନ ହେବା ପରେ ବି ଦେଶରେ ଥମିବାର ନାଁ ନେଉନି ଏସିଡ୍  ଆକ୍ରମଣ ଘଟଣା। NCRB ରିପୋର୍ଟରେ ଚମକାଇ ଦେଲା ଭଳି ତଥ୍ୟ ସାମ୍ନାକୁ ଆସିଛି।

Acid attack victim succumbs to burn injuries at SCB
୬ ଦିନ ସଂଘର୍ଷ ପରେ ଶେଷରେ ଆଖି ବୁଜିଲେ ଏସିଡ୍‌ ପୀଡ଼ିତା, ଏବେବି ସ୍ୱାମୀ ଫେରାର...

ଏସିଡ୍‌ ମାଡ଼ରେ ଗୁରୁତର ଆହତ ହୋଇଥିବା ବାଲେଶ୍ୱରର ବନିତା ଶେଷରେ ଆଖି ବୁଜିଛନ୍ତି। ସ୍ୱାମୀ ବନିତାଙ୍କ ଉପରେ ଏସିଡ୍ ଫିଙ୍ଗି ଦେଇଥିଲେ। 

Acid Attack
ପ୍ରଥମେ ବିଶ୍ୱାସରେ ବିଷ ଆଉ ପରେ ଯୁବତୀଙ୍କ ସର୍ବନାଶ ଉଦ୍ୟମ

୪ ଆହତ ଚିତ୍କାର କରୁଥିବା ବେଳେ ଘଟଣାସ୍ଥଳରୁ ଫେରାର ମାରିଥିଲେ ଅଭିଯୁକ୍ତ ଚନ୍ଦନ ଓ ତାର ସହଯୋଗୀ ।

Acid Attack
ନୃଶଂସ ! ପ୍ରତିଶୋଧ ପରାୟଣ ଯୁବକର ଏସିଡ୍ ମାଡ଼, ଜଳିଗଲା ୭୫ ଭାଗ ଶରୀର...

ଗୁରୁତର ଯୁବତୀ କଟକ ବଡ଼ ମେଡିକାଲରେ ଭର୍ତ୍ତି । ଅନ୍ୟ ଜଣେ ମହିଳା ଓ ଦୁଇ ଛୁଆ ମଧ୍ୟ ଆହତ । ଅଭିଯୁକ୍ତ ଯୁବକ ଫେରାର୍, ଖୋଜୁଛି ପୋଲିସ ।

Acid Attack
ଘରେ ପଶି ପତ୍ନୀଙ୍କୁ ଏସିଡ୍‌ ମାଡ଼ କଲା ସ୍ୱାମୀ !

ବାହାଘର ପରେ ସ୍ୱାମୀ ପୂର୍ବରୁ ବିବାହିତ ଥିବା ଜାଣି ମହିଳା ଜଣଙ୍କ ତାଙ୍କ ସହିତ ଆଉ ଯାଇନଥିଲେ ।

Notices To Flipkart, Amazon Over Sale Of Acid
Flipkart, Amazon କୁ ନୋଟିସ୍‌; ଅନ୍‌ଲାଇନ୍‌ରେ ଏସିଡ୍‌ ଅର୍ଡର କରି ଛାତ୍ରୀଙ୍କ ଉପରକୁ ଫିଙ୍ଗିଥିଲେ ଯୁବକ

ଦିଲ୍ଲୀରେ ୧୭ ବର୍ଷୀୟ ସ୍କୁଲ୍‌ ଛାତ୍ରୀଙ୍କୁ ଏସିଡ୍‌ ଫିଙ୍ଗିବା ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଏଭଳି ଛାତି ଥରାଇଲା ଭଳି ଘଟଣା ପରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Acid Attack
ରାଜଧାନୀରେ ବିଭତ୍ସ କାଣ୍ତ ; ବିଚ୍‌ ରାସ୍ତାରେ ସ୍କୁଲ ଛାତ୍ରୀଙ୍କୁ ଏସିଡ୍‌ ମାଡ଼

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ସକାଳୁ ଚାଞ୍ଚଲ୍ୟକର ଘଟଣା ଘଟିଛି। ଦୁଇ ଜଣ ଯୁବକ ଗୋଟିଏ ବାଇକରେ ଆସି ଜଣେ ୧୭ ବର୍ଷୀୟ ଝିଅ ଉପରକୁ ଏସିଡ୍‌ ମାଡ଼ କରିଛନ୍ତି।

Acid attack
ଘର ଆଗରେ ମହିଳାଙ୍କୁ ଏସିଡ୍ ମାଡ଼

ଦୁର୍ବୃତ୍ତ ସେଠାରୁ ଫେରାର ହୋଇଯାଇଥିବା ବେଳେ ରିନାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯାଇଥିଲେ।

Acid Attack
'ଏ ଯନ୍ତ୍ରଣା ଜୀବନ ସାରା ରହିବ..'

ଦୀର୍ଘ ୧୩ ବର୍ଷର ଯନ୍ତ୍ରଣାଦାୟକ କାହାଣୀ । ନ୍ୟାୟ ପାଇଁ ସଂଘର୍ଷପୂର୍ଣ୍ଣ ଲଢ଼େଇ ଭିତରେ ଶେଷରେ ରାୟ ଆସିଲା । ଜଗତସିଂପୁରର ପ୍ରମୋଦିନୀ ରାଉଳଙ୍କୁ ଏସିଡ୍ ଆକ୍ରମଣ ମାମଲାର ଶୁଣାଣି କରି ୨ ଦୋଷୀଙ୍କୁ ୧୪ ବର୍ଷର ସଜା ଶୁଣାଇଛନ୍ତି ଜଗତସିଂପୁର ଏଏସ୍‌ଜେ କୋର୍ଟ ।

Acid Attack
୧୩ ବର୍ଷର ସଂଘର୍ଷପୂର୍ଣ୍ଣ ଲଢ଼େଇ ପରେ ଆସିଲା ରାୟ; କହିଲେ ଉପର କୋର୍ଟକୁ ଯିବି

ନା ଭୁଲି ହେଉଛି ସେଦିନର ସେହି ଆତଙ୍କର ମୁହୁର୍ତ୍ତ, ନା ଭୁଲାଇ ଦେଉଛି ୧୩ ବର୍ଷ ତଳର ତରଳ ନିଆଁର ପ୍ରକୋପ । ଆଜି ବି ଯନ୍ତ୍ରଣାରେ ଜଡ଼ସଡ଼ ଶରୀର । ଏଭଳି ଯନ୍ତ୍ରଣାଦାୟକ କାହାଣୀ ଭିତରେ ସେହି ଜହ୍ଲାଦଙ୍କ ବିରୋଧରେ ରାୟ ଆସିଛି ।

Acid attack on Pramodini Roul
‘ନା ମୁଁ ଫାଶୀ ଚାହୁଁଛି ନା ଆଉ କିଛି, ମୁଁ ଚାହୁଁଛି ଦୋଷୀ ଆଜୀବନ ଜେଲ୍‌ରେ ରୁହନ୍ତୁ’

ଯେକୌଣସି ମଣିଷ ଉପରେ ଏସିଡ୍‌ ଆଟାକ୍‌ ହେଲେ ସେ ସାରାଜୀବନ କଷ୍ଟ ପାଇବ। ତେଣୁ ମୋର ଏହି ଯନ୍ତ୍ରଣା ପାଖରେ ସେମାନଙ୍କୁ ମିଳିଥିବା ସଜାର କିଛି ସମାନତା ନାହିଁ ବୋଲି ପ୍ରମୋଦିନୀ ରାଉଳ କହିଛନ୍ତି।

Acid attack on Pramodini Roul
ପ୍ରମୋଦିନୀ ରାଉଳ ଏସିଡ୍ ମାଡ଼ ମାମଲା: ୨ ଦୋଷୀଙ୍କୁ ୧୪ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ

୨୦୦୯ ଏପ୍ରିଲ ୧୮ ତାରିଖ ସାରେ ତିର୍ତ୍ତୋଲ ଥାନା ଅନ୍ତର୍ଗତ କନକପୁର ଗାଁର ପ୍ରମୋଦିନୀଙ୍କ ଉପରେ ଏସିଡ୍ ଆକ୍ରମଣ ହୋଇଥିଲା। 

Youth critical after miscreants throw acid on him reportedly over land dispute and past enmity in Bh
ଔଷଧ କିଣିବାକୁ ଯାଇ ଏସିଡ୍‌ ମାଡ଼ର ଶିକାର ହେଲେ ଯୁବକ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଏସିଡ ମାଡ଼ ଅଭିଯୋଗ । ଭଦ୍ରକ ବନ୍ତ ଥାନା ସିଲନ୍ଦୀ ଗାଁରୁ ଏଭଳି ଅଭିଯୋଗ ଆସିଛି ।

Acid Attack
ଘରୋଇ କଳହକୁ ନେଇ ଝଗଡ଼ା ପରେ ଏସିଡ୍‌ ମାଡ଼

ଘରୋଇ କଳହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ପରେ ଏସିଡ୍ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି।

Dhauli Acid Attack
ଧଉଳି ବୁଲାଇବା ବାହାନାରେ ଡାକିଥିଲା, ଏସିଡ୍ ଫିଙ୍ଗି ଚମ୍ପଟ ମାରିଲା

ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ୍‌ ଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି। ଏସିଡ ମାଡ଼ ନେଇ ଧଉଳି ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ୩୨୬(A)ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।

acid attack in bhubaneswar
ଭୁବନେଶ୍ୱରରେ ଯୁବତୀଙ୍କୁ ଏସିଡ୍‌ ମାଡ

ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ଏସିଡ୍‌ ମାଡ଼ କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଧଉଳି ବାଲିଆପଡ଼ାରେ ଜଣେ ଯୁବତୀଙ୍କ ଉପରକୁୁ ଜଣେ ଯୁବକ ଏସିଡ୍‌ ମାଡ଼ କରିଥିବା ଅଭିଯୋଗ ହୋଇଛି।