• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Aditya Das Death Case

Aditya-KO
ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : କ୍ରାଇମବ୍ରାଞ୍ଚ ଉପରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ

ଭୁବନେଶ୍ୱର : ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ଶୁଣାଣି । ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ଅଦାଲତ । ପୂର୍ବରୁ ଦିଆଯାଇଥିବା ନିର୍ଦ୍ଦେଶ ମୁତାବକ ରିପୋର୍ଟ ଦେଇନପାରିବାରୁ ବିରକ୍ତ ପ୍ରକାଶ କରିଛନ୍ତି ହାଇକୋର୍ଟ । ପୋଷ୍ଟମର୍ଟମ ରିପୋର୍ଟର ଅବିକଳ ନକଲ ଅଦାଲତ ମାଗିଥିଲେ । ମାମଲାରେ ନିଆଯାଇଥିବା ୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡର କପି ମଗାଯାଇଥିଲା । ତେବେ ଆଜି କୋର୍ଟରେ କ୍ରାଇମବ୍ରାଞ୍ଚ ରିପୋର୍ଟ ଦେଇନପାରିବାରୁ […]

aditya das
Aditya Das Death Case: CBI ତଦନ୍ତ ଦାବିରେ ହାଇକୋର୍ଟ ଗଲେ ଆଦିତ୍ୟଙ୍କ ପତ୍ନୀ

ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। Aditya Das Death Case: ଆଦିତ୍ୟଙ୍କ ବାପା, ମା ଏବଂ ପତ୍ନୀ Bidyashree ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାସହ ଏହି ମାମଲାର CBI ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ଗତକାଲି ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ୍ ଟେଷ୍ଟ ଆରମ୍ଭ ହୋଇଥିବାବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ […]

aditya 55
Aditya Das Death Mystery: ମୃତ୍ୟୁ ପଛରେ ସାଇକୋ ଲେଡି !

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ୍‌ ଆସିଛି। ଜଣେ ସାଇକୋ ଲେଡିଙ୍କୁ ନେଇ ଆଦିତ୍ୟଙ୍କ ବାପା ସନ୍ଦେହ ବ୍ୟକ୍ତ କରିଛନ୍ତି। ଆଦିତ୍ୟଙ୍କ ବାପା କହିଛନ୍ତି, ଜଣେ ଯୁବତୀ ଆଦିତ୍ୟଙ୍କୁ ବାହାଘର ପୂର୍ବରୁ ବ୍ଲାକ୍‌ ମେଲିଂ କରୁଥିଲେ। ସେ ଆଦିତ୍ୟଙ୍କୁ ଏକତରଫା ଭଲ ପାଉଥିଲେ। ଏପରିକି ବାହା ହେବା ପାଇଁ ସେ ଆଦିତ୍ୟଙ୍କୁ ବ୍ଲାକ୍‌ ମେଲିଂ ମଧ୍ୟ କରୁଥିଲେ। ଏ ଦିଗରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁ ନ ଥିବାରୁ […]