୪ ଦିନର ବିଶୃଙ୍ଖଳା ପରେ ସ୍ୱାଭାବିକ ହେଲା ଶ୍ରୀମନ୍ଦିର ନୀତିକାନ୍ତି Apr 20, 2018 ପୁରୀ : ୪ ଦିନର ବ୍ୟତିକ୍ରମ ଆଉ ବିଭ୍ରାଟର ଅନ୍ତ ଘଟିଛି। ବାହାରିଛି ମହାପ୍ରଭୁଙ୍କ ମହାପ୍ରସାଦ। ମହ ମହ ବାସୁଛି ଏବେ ରୋଷଶାଳା, ଆନନ୍ଦବଜାର, ବାଇଶିପାହାଚ…