• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Asaram Bapu

Story of Aasumal to Asaram from tea shop assistant to become a baba
ଆସୁମଲରୁ ଆଶାରାମ - ମଦ ବେପାରୀରୁ ଧର୍ମଗୁରୁ; କିପରି ଥିଲା ଯାତ୍ରା

ଦୁଷ୍କର୍ମ ମାମଲାରେ ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଗୋଟିଏ ସମୟ ଥିଲା ଯେତେବେଳେ ଆଶାରାମ ଏକ ଚା’ ଷ୍ଟଲ୍ ଚଳାଉଥିଲେ। ଏହାପରେ ମଦ ବେପାର ଓ କ୍ଷୀର ଦୋକାନରେ ମଧ୍ୟ କାମ କରିଛନ୍ତି। ହେଲେ କିପରି ହେଲା ଆଧ୍ୟାତ୍ମିକ ଗୁରୁ ଆସନ୍ତୁ ଜାଣିବା।

Asaram bapu
ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ, ଅନ୍ୟ ୬ ଜଣ ଦୋଷମୁକ୍ତ

ଆଶାରାମ ବାପୁଙ୍କ ସମେତ ତାଙ୍କ ପତ୍ନୀ ଓ ଅନ୍ୟ ୬ ଜଣଙ୍କୁ ଅଭିଯୁକ୍ତ ଦର୍ଶାଇଥିଲେ ମହିଳା ଅନୁଗାମୀ ।

Body Of Missing Girl Found In Asaram Bapu's Ashram
ଆଶାରାମଙ୍କ ଆଶ୍ରମରୁ ମିଳିଲା ନାବାଳିକାର ଶବ, ୩ ଦିନ ହେବ ନିଖୋଜ ଥିଲେ

ଆଶାରାମଙ୍କ ଆଶ୍ରମରେ ଥିବା ଏକ କାର୍‌ରୁ ନାବାଳିକାର ଶବ ମିଳିଛି। ନାବାଳିକାର ବୟସ ୧୩-୧୪ ବର୍ଷ ହେବ ବୋଲି କୁହାଯାଉଛି। ଆଶ୍ରମରୁ ଶବ ମିଳିବା ପରେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି। 

bapu
ନାବାଳିକା ଦୁଷ୍କର୍ମ ଅଭିଯୋଗ ମାମଲାର ଅାଜି ଅାସିବ ରାୟ

ଯୋଧପୁର : ଆଶାରାମ ବାପୁଙ୍କ  ନାଁରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲାର ଆଜି ଆସିବ ରାୟ। ରାଜସ୍ଥାନର ଯୋଧପୁର ଟ୍ରାୟାଲ କୋର୍ଟରେ ଏହି ରାୟ ପ୍ରକାଶ ପାଇବ। ଆଶାରାମଙ୍କ ବିରୋଧରେ ଉତ୍ତରପ୍ରଦେଶ ଶାହାଜାହାନପୁରର ଜଣେ ୧୬ ବର୍ଷିୟା ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ମାମଲା ରହିଛି। ଆଶାରାମଙ୍କ ହଜାର ହଜାର ସଂଖ୍ୟାରେ ଅନୁଗାମୀ ଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡିବାର ସମ୍ଭାବନା ରହିଛି। ଏଥିଲାଗି ଯୋଧପୁର କେନ୍ଦ୍ରୀୟ କାରାଗାରରେ ଏକ ସ୍ୱତନ୍ତ୍ର କୋର୍ଟ ସ୍ଥାପନ କରାଯାଇ ମାମଲାର ଫଇସଲା କରାଯିବ। […]