• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ashish Mishra

Minister's Son's Bail Cancelled By Supreme Court
କେନ୍ଦ୍ରମନ୍ତ୍ରୀଙ୍କ ପୁଅକୁ ମିଳିଲାନି ଜାମିନ, ଆତ୍ମସମର୍ପଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା ଟେନିଙ୍କ ପୁଅ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଚାଷୀଙ୍କ ଉପରେ ଆଶିଷ କାର୍‌ ଚଢ଼ାଇ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଗତବର୍ଷ ଅକ୍ଟୋବର ୩ରେ  ଉତ୍ତରପ୍ରଦେଶ ଲଖିମପୁର ଖେରିରେ ଏହି ଘଟଣା ଘଟିଥିଲା।  

Union Minister Ajay Mishra's son Ashish Mishra
ଜେଲ୍‌ରୁ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଗିରଫ କେନ୍ଦ୍ର ମନ୍ତ୍ରୀଙ୍କ ପୁଅ

ଲଖିମପୁର ଖେରି ହିଂସା ଘଟଣାରେ ଗିରଫ ହୋଇଥିବା କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଆଶିଷଙ୍କ ଠାରେ ଡେଙ୍ଗୁର ଲକ୍ଷଣ ଦେଖାଯାଇଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

 Ashish Mishra
ତିନି ଦିନିଆ ରିମାଣ୍ତରେ ଗଲେ ଆଶିଷ ମିଶ୍ରା

ତିନି ଦିନିଆ ରିମାଣ୍ତରେ ଗଲେ ଆଶିଷ ମିଶ୍ରା । ଲଖିମପୁର ଖେରି ହିଂସା ମାମଲା ଅଭିଯୋଗରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାକୁ ତିନି ଦିନିଆ ପୋଲିସ ରିମାଣ୍ତକୁ ପଠାଯାଇଛି । ଆଶିଷ ବର୍ତ୍ତମାନ ୧୪ ଦିନ ଲାଗି ବିଚାର ବିଭାଗୀୟ ହାଜତରେ ରହିଥିବାବେଳେ, ଗତ ୯ ତାରିଖରେ ପ୍ରାୟ ୧୨ ଘଣ୍ଟା ଧରି ଜେରା କରିବା ପରେ ଆଶିଷ ମିଶ୍ରଙ୍କୁ ଗିରଫ କରାଯାଇଥିଲା । ଏହାସହ ରବିବାର ଦିନ ତଦନ୍ତକାରୀ ଟିମ୍ ଦ୍ୱାରା ହିଂସାକାଣ୍ଡ ଘଟଣା ସ୍ଥଳକୁ ଯାଇ ସିସିଟିଭି ଯାଂଚ କରାଯାଇଥିଲା ।