• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Banakalagi

Srimandira
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଶ୍ରୀଜିଉଙ୍କ ଆଜି ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।

Banakalagi ritual at Puri Srimandir today
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୂଖ ଶୃଙ୍ଗାର କରିବେ ।

Banaka Lagi Of Lord Jagannath
ବିବାଦର ଅନ୍ତ, ବୁଧବାର ବନକଲାଗି

ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି। ଶ୍ରୀମୁଖ ଶିଙ୍ଗାର କରିବେ ଦତ୍ତମହାପାତ୍ର। ସନ୍ଧ୍ୟା ୬ଟାରୁ ରାତି ୧୧ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଏହପାରେ ଶ୍ରୀଜିଉଙ୍କ ଦିବ୍ୟ ସୁନ୍ଦର ମୁଖର ଦର୍ଶନ ପାଇବେ ଭକ୍ତ..

Lord Jagannath's special ritual Banakalagi Niti
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ବନକଲାଗି ନୀତି ।

Banaka Lagi Of Lord Jagannath
ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି

ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Banakalagi Ritual
ମହାପ୍ରଭୁଙ୍କୁ ଅବହେଳା ! ଏଯାଏଁ ହେଲାନି ବନକଲାଗି ନୀତି

ନୀଳାଦ୍ରି ବିଜେ ପରଠାରୁ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇନି ।

Banakalagi Niti
ଆସନ୍ତା ଗୁରୁବାର ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ଆସନ୍ତା ଗୁରୁବାର ଶ୍ରୀମନ୍ଦିରରେ କରାଯିବ ଶ୍ରୀଜୀଉଙ୍କ ବନକ ଲାଗି । ଏହି ସୂଚନା ଦେଇଛନ୍ତି ଠାକୁରଙ୍କ ଏହି ଗୁପ୍ତ ନୀତି ସଂପାଦନ କରୁଥିବା ଦତ୍ତ ମହାପାତ୍ର ସେବକ । ଦତ୍ତ ମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତଙ୍କ ସୂଚନା ଅନୁସାରେ- ଶ୍ରୀମନ୍ଦିର ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି । ତେଣୁ ଆଗାମୀ ଗୁରୁବାର ବନକଲାଗି ପାଇଁ ଆମେ ପ୍ରଶାସନକୁ ନିବେଦନ କରିଛୁ ।

 Banakalagi’ rituals
ନୀଳାଦ୍ରି ବିଜେ ପରେ ବି ହୋଇନି ମହାପ୍ରଭୁଙ୍କ ଶ୍ରୀମୁଖ ଶିଙ୍ଗାର, ଶ୍ରୀମନ୍ଦିର ସତ୍ତ୍ୱଲିପିକୁ ଖୋଲାଖୋଲି ଅଣଦେଖା

ନକଲି ସାମଗ୍ରୀ ଦିଆଯାଉଥିବା ଦତ୍ତମହାପାତ୍ର ସେବକଙ୍କ ଅଭିଯୋଗ । କାଲି ବନଲାଗି ହେବ କହି ପ୍ରସଙ୍ଗ ଏଡ଼ାଇଗଲେ ମୁଖ୍ୟ ପ୍ରଶାସକ।

puri
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।