• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Baramunda Bus Stand

Baramunda Bus Stand
ଡକ୍ଟର ବି.ଆର୍‌ ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ସମ୍ବିଧାନ ପ୍ରଣେତା ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି।

Bus stand in Berhampur
ଉଦଘାଟନ ହେଲା କିନ୍ତୁ କାମରେ ଲାଗୁନି : ପାଣିରେ ପଡିଲା ୭ କୋଟି

ଟ୍ରାଫିକ୍‌ ସମସ୍ୟା କମାଇବାକୁ ୭ କୋଟି ଟଙ୍କା ବ୍ୟୟରେ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ୨୦୧୬ ଠୁ ଆଜିଯାଏଁ ଗୋଟିଏ ବସ୍‌ ବି ଯାଇନାହିଁ ନୂଆ ଷ୍ଟାଣ୍ଡକୁ । ନିଜ ଜିଦ୍‌ରେ ଅଟଳ ଘରୋଇ ବସ୍‌ ମାଲିକ ସଂଘ । ସେପଟେ ନୂଆ ବସଷ୍ଟାଣ୍ଡର ଅବସ୍ଥା ପୂରା ବେହାଲ

bus stand baramunda
ବସ୍‌ଷ୍ଟାଣ୍ଡରେ ଦୁଇ ପିଲାଙ୍କୁ ଛାଡ଼ି ଦେଇ ଚମ୍ପଟ ମାରିଲା ବାପା....

ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର ହୋଇଛନ୍ତି। ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି