• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bay Of Bengal

Low Pressure
ଆସୁଛି ଆଉ ଏକ ଲଘୁଚାପ !

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍'

ଏଥର ଅକ୍ଟୋବରରେ ବି ବାତ୍ୟାକୁ ଜନ୍ମଦେବ ବଙ୍ଗୋପସାଗର। ସୃଷ୍ଟି ହେବ ବାତ୍ୟା ‘ହାମୁନ୍’ । ଦଶରା ବେଳେ ଭାରତୀୟ ପାଣିପାଗ ବିଭାଗର ଏହି ଆକଳନ ଓଡ଼ିଶାବାସୀଙ୍କୁ ପୁଣି ଚିନ୍ତା ଓ ଆଶଙ୍କାରେ ପକାଇଥିବା ବେଳେ, ଆଶ୍ୱସ୍ତିର ବିଷୟ ହେଉଛି ଏହା ଓଡ଼ିଶା ଆଡ଼କୁ ଆସିବନି।

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍', ଦଶହରା ଓ ଭସାଣ ଉତ୍ସାହକୁ ଫିକା କରିବା ଆଶଙ୍କା

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ଘୂର୍ଣ୍ଣିଝଡ଼। କାଲି ବାତ୍ୟା ବନିବା ପରେ ଏହାର ନାଁ ରହିବ 'ହାମୁନ୍'। ଇରାନ ଦେଇଥିବା ଏହି ନାଁର ଅର୍ଥ ମରୁଭୂମିର ଜଳାଶୟ।

heavy rainfall alert till 19th july
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ! ୧୯ ଯାଏଁ ପ୍ରବଳ ବର୍ଷିବ

ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୧ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ ।

low pressure area in north east bay of bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

low pressure area in north east bay of bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ସମ୍ଭାବନା ହୋଇଛି। 

Cyclone
ଘୂର୍ଣ୍ଣିବଳୟ ହେଲା : ୧୨ରେ ହେବ କି ବାତ୍ୟା?

ସମୁଦ୍ରରେ ସୃଷ୍ଟି ହେଲାଣି ଘୂର୍ଣ୍ଣିବଳୟ : ୧୨ରେ ହେବ କି ବାତ୍ୟା? ଓଡ଼ିଶାରେ କେତେ ପଡ଼ିବ ପ୍ରଭାବ?

Cyclonic circulation
ଘୂର୍ଣ୍ଣିବଳୟ ହେଲା : ୧୨ରେ ହେବ କି ବାତ୍ୟା?

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ଘୂର୍ଣ୍ଣିଝଡ଼ । ପରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଗତିପଥ କ’ଣ ହେବ ? ଲଘୁଚାପ ହେଲା ପରେ ପୂରା ଚିତ୍ର ସ୍ପଷ୍ଟ ହେବ ବୋଲି ଜଣାପଡିବ ବୋଲି କହିଛି ପାଣିପାଗ ବିଭାଗ ।

Earthquake In Bay of Bengal
ସମୁଦ୍ର ଭିତରେ ହେଲା ଭୂକମ୍ପ

ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୧ ତୀବ୍ରତାର ଭୂକମ୍ପ ଝଟ୍‌କା ନେଇ NCS ସୂଚନା ଦେଇଛି।

West-Central Bay Of Bengal
୨୩ କିମ୍ବା ୨୪ରେ ବଙ୍ଗୋପସାଗରରେ ବାତ୍ୟା ! ସ୍ପଷ୍ଟ ହୋଇନି ଲ୍ୟାଣ୍ଡଫଲ୍ ସ୍ଥଳ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା ।

Low Pressure
୨୦ରେ ଲଘୁଚାପ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।

Fishermen Rescue
ମଝି ସମୁଦ୍ରରେ ବୁଢ଼ିଗଲା ଟ୍ରଲର୍‌, ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ୧୩ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଛି ତଟରକ୍ଷା ବାହିନୀ ।

Cyclone To Brew In Bay Of Bengal In December, Says IMD Chief
ସାବଧାନ, ୪ ରେ ବାତ୍ୟା !

ପ୍ରବଳରୁ ଅତି ପ୍ରବଳ ବର୍ଷିବ.. ଆଣ୍ଡାମାନ ସାଗରରେ ଲଘୁଚାପ ଅଧିକ ଘନୀଭୂତ ହେଉଛି.. ଫଳରେ ଓଡ଼ିଶାକୁ ମାଡ଼ି ଆସୁଛି ଆଉ ଏକ ବାତ୍ୟା... ଶୁଣନ୍ତୁ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କଣ ସୂଚନା ଦେଉଛନ୍ତି

Special Story | Low Pressure Area Over Bay Of Bengal May Intensify Into Cyclone
ଓଡ଼ିଶା ଆଡେ ମାଡ଼ି ଆସୁଛି କି ବାତ୍ୟା! ଆସନ୍ତା ୨ ତାରିଖରୁ ବର୍ଷା-ପବନ

ପାଣିପାଗ ବିଭାଗର ଏ ସୂଚନା ପରେ ଚିନ୍ତାରେ ରାଜ୍ୟବାସୀ। ପାଚିଲା ଧାନ ଓ ଫସଲକୁ ସୁରକ୍ଷା ଦେବାକୁ ଗୋଡ କାଢିଛନ୍ତି ଚାଷୀ। ଏମିତି ଭିତରେ ଆଇଏମଡି ଡିଜି ତଥା ଓଡ଼ିଆ ପୁଅ ମୃତ୍ୟୁଞ୍ଜୟ ମହାପାତ୍ର ପବନ ଓ ବର୍ଷା ନେଇ କ’ଣ କହିଛନ୍ତି ଭଲ କରି ଶୁଣି ନିଅନ୍ତୁ...

Odisha May Witness Another Low Pressure By Nov 9 | Know Details
୯ରେ ଆସୁଛି ଏହି ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ରେ ଆସୁଛି ଏହି ଲଘୁଚାପ ! ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରର ସୂଚନା ଟୁଇଟ୍ ଯୋଗେ ସୂଚନା ଦେଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

Cyclone
ଆସୁଛି ବାତ୍ୟା ! ୧୨ ଘଣ୍ଟାରେ ଗଭୀର ଅବପାତ

ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ। 

Clouds over Odisha
୨ ଦିନ ପ୍ରବଳ ବର୍ଷିବ, ୨୨ ଜିଲ୍ଲାକୁ ୱାର୍ଣ୍ଣିଂ

ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।