• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bhubaneswar Corona Update

Bhubaneswar corona update
ଭୁବନେଶ୍ୱରରୁ ୧୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଟି ଲୋକାଲ୍‌ କେସ୍‌ ଥିବାବେଳେ ୮ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। Update on newly detected & cured #COVID19 cases in the last 24 hrs under the BMC area on 2nd July 2020(till 9am). Further contact tracing […]

corona
ଭୁବନେଶ୍ୱରରୁ ଚିହ୍ନଟ ନୂଆ ୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ଟି ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ଟି ହୋମ୍ କ୍ୱାରେଣ୍ଟିନ୍‌, ୨୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ୫, ସାମନ୍ତାରପୁର ଅଞ୍ଚଳରୁ ୨, ମଞ୍ଚେନାଥ ହାଇସ୍କୁଲ(ଚକେଇସିଆଣି) ନିକଟରୁ ୪, ହାଡ଼ବାଇ ବସ୍ତି (ଚକେଇସିଆଣି)ରୁ ୨, ପାସ୍‌ପୋର୍ଟ ଅଫିସ୍‌ […]

Bhubaneswar Corona Update
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି। ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା। […]

bhubaneswar corona update
ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪ କରୋନା ରୋଗୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୨୦ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଅଛନ୍ତି। ଲୋକାଲ କଣ୍ଟାରେ ଗୋଟିଏ ଘରୋଇ ହସ୍ପିଟାଲର ୩ ମହିଳା ଆକ୍ରାନ୍ତ ହୋଇଥିବାବେଳେ ଖଣ୍ଡଗିରି ଅଞ୍ଚଳର ଜଣେ ମହିଳା ମଧ୍ୟ ଅଛନ୍ତି। ଏଥିସହିତ ଏୟାରପୋର୍ଟ କଲୋନୀ, କୋଳଥିଆ PPL କଲୋନୀରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। Update on newly detected & cured #COVID19 cases in the last 24 […]

bhubaneswar corona update
ଭୁବନେଶ୍ୱରରୁ ବାହାରିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର:ଭୁବନେଶ୍ୱରରେ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ। ସମସ୍ତ ୧୧ ଜଣ ହୋମ୍ କ୍ୱାରେଣ୍ଟିନରେ ଥିଲେ ବୋଲି ସୂଚନା ଦେଇଛି  BMC। ଆକ୍ରାନ୍ତ ୧୧ ଜଣଙ୍କ ମଧ୍ୟରୁ ମଞ୍ଚେଶ୍ୱରରୁ ୭ଜଣ, ବାଣୀବିହାରରୁ ଜଣେ ଓ ୩ ଜଣ ରେଲୱେ କର୍ମଚାରୀ ବୋଲି କହିଛି ବିଏମ୍‌ସି। ସୂଚନାଥାଉ କି, ରାଜ୍ୟରେ ଆଜି ସକାଳେ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିଲେ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଗଞ୍ଜାମ […]

bhubaneswar corona update
ଭୁବନେଶ୍ୱରରୁ ପୁଣି ଚିହ୍ନଟ ହେଲେ ୨ କରୋନା ରୋଗୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଡାକ୍ତରଖାନାରେ ଥିବାବେଳେ ଜଣେ ହୋମ କ୍ୱାରେଣ୍ଟିନ୍‌ରେ ଥିଲେ।  ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆପୋଲୋ ହସ୍ପିଟାଲ କର୍ମଚାରୀ ଥିବା ବେଳେ ଅନ୍ୟ ଜଣେ ନୟାପଲ୍ଲୀ ଶ୍ରୀରାମ ବିହାର ଆପର୍ଟମେଣ୍ଟର ବୋଲି ଭୁବନେଶ୍ୱର ମହାନଗର ନିଗମ  ସୂଚନା ଦେଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ଆପୋଲୋ କର୍ମଚାରୀ ୨୫ ବର୍ଷର ଯୁବକ ଓ ସେ ପୂର୍ବରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର […]