• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bhubaneswar Foundation Day

76th-foundation-day-of-bhubaneswar-
ଆଜି ଭୁବନେଶ୍ୱର ପ୍ରତିଷ୍ଠା ଦିବସ; ୭୬ବର୍ଷରେ ପାଦ ଥାପିଲା ଏକାମ୍ର କ୍ଷେତ୍ର

ହଜାର ବର୍ଷର ଐତିହ୍ୟ ନଗର କଟକର କଳ୍ପିତ କଳେବର ବୃଦ୍ଧି ସମ୍ଭବ ନ ହେବାରୁ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ନୂତନ ରାଜଧାନୀ କରିବାର ପ୍ରସ୍ତାବ ରଖାଯାଇ ୧୯୪୮ ଏପ୍ରିଲ ୧୩ ତାରିଖ ଦିନ ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ କରାଗଲା । ସେହିଦିନଠାରୁ ବୟସ ବଢ଼ିବା ସହ ନୂଆ ରାଜଧାନୀର କଳେବର ଆଶାତୀତ ଭାବେ ବଢ଼ି ବଢ଼ି ଚାଲିଛି ।

MP Aparajita Sarangi not invited again
ରାଜଧାନୀ ଜନ୍ମଦିନରେ ସାଂସଦ ପୁଣି ଅଲୋଡ଼ା

ଏଠି ପ୍ରଶ୍ନ ଉଠୁଛି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ବାରମ୍ବାର ଅଡୁଆରେ ପକାଉଥିବାରୁ ଜାଣିଶୁଣି ଅପରାଜିତାଙ୍କ ପ୍ରତି ଏଭଳି ଆଭିମୁଖ୍ୟ ରଖିନି ତ ଶାସକ ଦଳ ?

ଭୁବନେଶ୍ୱର ପ୍ରତିଷ୍ଠା ଦିବସ
ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ

ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ। ୩ ଦିନିଆ ଉତ୍ସବ ସହ ପ୍ରତିଷ୍ଠା ଦିବସ ପାଇଁ ବେଶ୍‌ ଚଳଚଞ୍ଚଳ ରାଜଧାନୀ।

Aparajita Sarangi
‘ମତେ ନୁହେଁ, ଏହା ରାଜଧାନୀବାସୀଙ୍କୁ ଅସମ୍ମାନ’

ଭୁବନେଶ୍ୱର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନଡାକିବା ପ୍ରସଙ୍ଗ ନେଇ ତେଜିଛି ବିବାଦ ।

Today 75th Bhubaneswar Foundation Day Celebration
ହାପି ବାର୍ଥ ଡେ’ ଭୁବନେଶ୍ୱର: ୭୫ ବର୍ଷରେ ପାଦ ଥାପିଲା ରାଜଧାନୀ

ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ। ୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଅର୍ଥାତ୍‌ ଆଜିର ଦିନରେ ଓଡିଶାର ରାଜଧାନୀ ଭାବେ ନିଜର ପରିଚୟ ପାଇଥିଲା ଭୁବନେଶ୍ୱର।

MP Aparajita Sarangi
‘ଯଦି ତଦନ୍ତ ନ ହୁଏ, ସପ୍ତାହେ ପରେ ପୁଣି ଥରେ ମନେ ପକାଇବି’

ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣ କରା ନଯିବା ପ୍ରସଙ୍ଗରେ ପୁଣି ଆଜି ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଯଦି ତଦନ୍ତ ନ ହୁଏ, ତେବେ ସପ୍ତାହେ ପରେ ପୁଣି ଥରେ ମନେ ପକାଇବି ବୋଲି ସାଂସଦ କହିଛନ୍ତି।

Bhubaneswar Foundation Day
ଅପରାଜିତାଙ୍କୁ ରାଜଧାନୀ ଜନ୍ମଦିନ ଉତ୍ସବକୁ ଡକାନଯିବା ପ୍ରସଙ୍ଗରେ ତେଜିଲା ରାଜନୀତି, କଂଗ୍ରେସ ବି କଲା ନିନ୍ଦା

ମଂଚରେ ସୂଚନା ଓ ଲୋକସଂପର୍କ ବିଭାଗର ସଚିବଙ୍କଠୁ ଆରମ୍ଭ କରି ନିର୍ଦ୍ଦେଶକଙ୍କ ପର୍ଯ୍ୟନ୍ତ ସମସ୍ତେ ଥିଲେ । ହେଲେ ସେହି ବିଭାଗ ଛାପିଥିବା ନିମନ୍ତ୍ରଣ ପତ୍ରରେ କେମିତି ସାମିଲ ହେଲାନି ସାଂସଦ ଅପରାଜିତାଙ୍କ ନାଁ, ସେ ନେଇ କେହି ମୁହଁ ଖୋଲିବାକୁ ନାରାଜ୍ ।

MP Aparajita Sarangi
ରାଜଧାନୀ ଜନ୍ମଦିନ ଉତ୍ସବରେ ଭୁବନେଶ୍ୱର ସାଂସଦ ଅଲୋଡ଼ା

ରାଜଧାନୀ ପ୍ରତିଷ୍ଠା ଦିବସ ଉତ୍ସବରେ ସ୍ଥାନୀୟ ଲୋକପ୍ରତିନିଧି ଭାବେ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଡକା ନଯିବାକୁ ନେଇ ତେଜିଛି ରାଜନୀତି। ଖୋଦ୍ ଅପରାଜିତା ଏନେଇ କ୍ଷୋଭ ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବର୍ଷିବା ସହ ଏଭଳି ଅସୌଜନ୍ୟତାର କାରଣ ଜାଣିବାକୁ ଚାହିଁଛନ୍ତି। ସବୁଠୁ ବଡ଼ କଥା ହେଉଛି ଆୟୋଜକ କମିଟି ସଭାପତି ଏନେଇ ଅବଗତ ନଥିବା କହିଥିଲାବେଳେ ସୂଚନା ଓ ଲୋକ ସଂପର୍କ ବିଭାଗର ମନ୍ତ୍ରୀ ମଧ୍ୟ ଏନେଇ ବିଶେଷ କିଛି ଜାଣି ନଥିବା କହିଛନ୍ତି।

MP Aparajita Sarangi Questions Her Exclusion From Invitees' List
ରାଜଧାନୀ ପ୍ରତିଷ୍ଠା ଦିବସରେ ଅଲୋଡ଼ା ହୋଇଗଲେ ଭୁବନେଶ୍ୱର ସାଂସଦ, ନିମନ୍ତ୍ରଣ କଲେନି ସରକାର

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନକୁ ନେଇ କେଁ ଦେଖାଦେଇଛି। ଗୋଟିଏପଟେ ରାଜଧାନୀର ପ୍ରତିଷ୍ଠା ଦିବସ ପାଳନ ହେଉଥିବା ବେଳେ ଅନ୍ୟପଟେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା କରାଯାଇଛି। 

MP Aparajita Sarangi Questions Her Exclusion From Invitees' List
ରାଜଧାନୀର ପ୍ରତିଷ୍ଠା ଦିବସରେ ଅସନ୍ତୋଷ ପ୍ରକାଶ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଟ୍ୱିଟ୍‌ କରି ସେ କହିଛନ୍ତି ଯେ, ମୋତେ ଛାଡ଼ି ପ୍ରାୟ ସମସ୍ତଙ୍କୁ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ରହିଛି।

Bhubaneswar Celebrates 74th Foundation Day Today
ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏହି ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ।ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ। ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ଏହି ୭୪ ବର୍ଷ ମଧ୍ୟରେ ବଦଳିଛି।

MP Aparajita Sarangi expresses displeasure
ଅଭିମାନ କଲେ ସାଂସଦ ଅପରାଜିତା, କହିଲେ- ମୋତେ କାହିଁକି ନିମନ୍ତ୍ରଣ କରାଗଲାନି ? ମୋର ଦୋଷ କ’ଣ ?

ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଲେ ଅପରାଜିତା ଷଡ଼ଙ୍ଗୀ।