ଏକ ରିପୋର୍ଟରେ ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ H5N1 ଭାଇରସ୍ ଏକ ଗୁରୁତର ସ୍ଥିତି ଆଡକୁ ଗତି କରୁଛି । ଏହା ବିଶ୍ୱ ପାଇଁ ମହାମାରୀ ସ୍ଥିତି ସୃଷ୍ଟି କରିପାରେ ବୋଲି ବୈଜ୍ଞାନିକମାନେ ଆଶା ପ୍ରକଟ କରିଛନ୍ତି।
ପ୍ରଥମ ଥର ପାଇଁ ମଣିଷ ଶରୀରରେ H3N8 ବାର୍ଡ ଫ୍ଲ୍ୟୁ ଷ୍ଟ୍ରେନ୍ ଚିହ୍ନଟ କରାଯାଇଛି। ଚୀନର ଜଣେ ୪ ବର୍ଷୀୟ ବାଳକ H3N8 ଭାଇରସ୍ରେ ସଂକ୍ରମିତ ହୋଇଛନ୍ତି।
ବ୍ରିଟେନର ସାଉଥ ୱେଷ୍ଟ ଇଂଲଣ୍ଡରୁ ଜଣେ ବ୍ୟକ୍ତିଙ୍କ ଠାରେ ଏକ ବିରଳ ଧରଣର ବାର୍ଡ ଫ୍ଲୁ ରୋଗ ଚିହ୍ନଟ ହୋଇଛି । ଏନେଇ ବ୍ରିଟେନର ସ୍ୱାସ୍ଥ୍ୟ ସୁରକ୍ଷା ସଂସ୍ଥା (UKHSA) ପକ୍ଷରୁ ସୂଚନା ଦିଆଯାଇଛି ।
ବାର୍ଡ ଫ୍ଲୁ ସଂକ୍ରମଣରେ ଦେଶରେ ପ୍ରଥମ ମାନବ ମୃତ୍ୟୁ । ଏମ୍ସର ଶିଶୁ ବିଭାଗରେ ଭର୍ତ୍ତି ହୋଇଥିବା ୧୧ ବର୍ଷର ନାବାଳକ ବାର୍ଡ ଫ୍ଲୁରେ ଜୀବନ ହରାଇଛି । ନାବାଳକ ଜଣକ ଏଚ୫ଏନୱାନରେ ସଂକ୍ରମିତ ହୋଇଥିବା କହିଛନ୍ତି ଡାକ୍ତର