• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Block Office

Block chairman
ମହଙ୍ଗା ପଡିଲା ବ୍ଲକ ଭିତରେ ଦାଦାଗିରି; ଗିରଫ ହେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ

ହଠାତ ଯୁକ୍ତିତର୍କ କରି ମିଶନ ଶକ୍ତିର ବ୍ଲକ ପ୍ରକଳ୍ପ ସଂଯୋଜକ ନିର୍ମଳ ପଧାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଏ ସଂପର୍କରେ ଏକ ମାମଲା ରୁଜୁ କରି ତୁଷୁରା ପୋଲିସ ଅଶୋକ ଦୋରାଙ୍କ ୫ ଜଣ ସମର୍ଥକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା

Water scarcity
ଯୋଜନାକୁ ଲାଜ ନାହିଁ ! ବ୍ଲକ୍‌ ଅଫିସ୍‌ ଗାଁରେ ମିଳୁନି ପାଣି

ଯୋଜନା ନାଁକୁ ମାତ୍ର । ବ୍ଲକ୍‌ ଅଫିସ୍‌ କାର୍ଯ୍ୟାଳୟ ଗାଁରେ ମିଳୁନି ପିଇବା ପାଣି । ବାରମ୍ବାର ଗୁହାରି ପରେ ବି ଶୁଣୁନି ପ୍ରଶାସନ

Tihidi Block Office
ଆବାସ ଯୋଜନାରେ ବ୍ୟାପକ ଦୂର୍ନିତି, ତିହିଡି ବ୍ଲକ ଅଫିସରେ ତୁମୁଳକାଣ୍ଡ

ଭଦ୍ରକ ତିହିଡି ବ୍ଲକ୍ ପରିସରରେ ଉତ୍ତେଜନା । ଆବାସ ଯୋଜନାରେ ବ୍ୟାପକ ଦୂର୍ନିତି । ଭଦ୍ରକ ତିହିଡି ବ୍ଲକ ଅଫିସରେ ତୁମୁଳକାଣ୍ଡ କଲେ ଲୋକେ। ଆବାସ ଯୋଜନାର ଦୁର୍ନୀତିକୁ ବିରୋଧ କରି ଛାରଖାର କରିଦେଲେ ବ୍ଲକ ଅଫିସ୍ । ଏ ନେଇ ହିତାଧିକାରୀ ଓ ବିଜେପି ପକ୍ଷରୁ ରାଲି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା ।