ସୁଶାନ୍ତ ସିଂଙ୍କ ପରେ ଅଳ୍ପ ବୟସରେ ଦୁନିଆକୁ ଅଲ୍ବିଦା କହିଲେ ଅଭିନେତ୍ରୀ ଦିବ୍ୟା ଚୌକ୍ସେ Jul 13, 2020 ମୁମ୍ବାଇ: ୨୦୨୦ରେ ବଲିଉଡ୍ରେ ସତେ ଯେପରି ଛାଇ ଯାଇଛି କଳା ବାଦଳ। ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସୁଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ…