• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bread Dahibara

Bread dahibara
ଘରେ ବନାନ୍ତୁ ଚଟପଟା ‘ବ୍ରେଡ୍ ଦହିବରା’

ସାଧାରଣତଃ ପାରମ୍ପରିକ ଖାଦ୍ୟର ଚାହିଦା ବେଶୀ ଥାଏ । ସେହିପରି ଏକ ପାରମ୍ପରିକ ରେସିପି ହେଉଛି ଦହିବରା। ସାଧାରଣତଃ ଆମ ଘର ମାନଙ୍କରେ ବିରି ବରାରେ ଦହିବରା ପ୍ରସ୍ତୁତ କରାଯାଇଥାଏ । କିନ୍ତୁ ଆପଣ ମାନେ କେବେ ବ୍ରେଡରେ ଦହିବରା ପ୍ରସ୍ତୁତ କରିଛନ୍ତି କି, ତାହେଲେ ଚାଲନ୍ତୁ ଜାଣିବା ବ୍ରେଡ୍ ଦହିବରା ବନେଇବାର ପଦ୍ଧତି । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।