• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bribery

vigilance raid
ଭିଜିଲାନ୍ସ ଜାଲରେ ଜେଇ ଓ କିରାଣି

ଲାଞ୍ଚ ନେଇ ଧରାପଡ଼ିଲେ କିରାଣି ଓ ଜେଇ । କଟକ ବଡମ୍ବା ବ୍ଲକ କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେପଟେ ଲାଞ୍ଚ ନେଇ ଧରାପଡିଛନ୍ତି ପଟ୍ଟାମୁଣ୍ଡାଇ ବିଇଓ ଅଫିସର କନିଷ୍ଠ କିରାଣି ମାନସ ଧଳ।

Hospital staff demands bribe
୨ ହଜାର ଏବେ ଦିଅ...ସାଙ୍ଗେ ସାଙ୍ଗେ ପୋଷ୍ଟମର୍ଟମ ରିପୋର୍ଟ ନିଅ

ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ କି, ସେଇ ଭଦ୍ର ବ୍ୟକ୍ତି ଜଣକ ଦୁଇଟି କିସ୍ତିରେ ଲାଞ୍ଚ ବି ନେଇଛନ୍ତି । ଗତ ଫେବୃୟାରୀ ୫ ତାରିଖରେ ତେଲକୋଇ ଥାନାର କଳାବତୀ ବେହେରା ନାମକ ଜଣେ ବୃଦ୍ଧା ନାଳରେ ବୁଡି ପ୍ରାଣ ହରାଇଥିଲେ । ପରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଗଣପତି ପ୍ରଧାନ କଳାବତୀଙ୍କ ଶବ ବ୍ୟବଚ୍ଛେଦ କରିଥିବା ବେଳେ ରିପୋର୍ଟ ଦେବା ପାଇଁ ପରିବାର ଲୋକଙ୍କୁ ବାରମ୍ବାର ମେଡିକାଲକୁ ଦୌଡାଇବା ପରେ ପ୍ରଥମେ ୩ ହଜାର ଓ ପରେ ୨ ହଜାର ଟଙ୍କା ଲାଞ୍ଚ ନେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

Three Arrests Including Aap MLA Brother In Law By Delhi ACB
୯୦ ଲକ୍ଷ ମାଗିଲେ, ୫୫ ଲକ୍ଷ ଟଙ୍କା ନେଲେ... ତଥାପି ମିଳିଲାନି ଟିକେଟ୍‌, ଶେଷରେ...

ଆମ୍‌ ଆଦମୀ ପାର୍ଟିର ବିଧାୟକଙ୍କ ଶାଳକଙ୍କ ସମେତ ୩ ଜଣଙ୍କୁ ACB ଗିରଫ କରିଛି। ଜଣେ ମହିଳାଙ୍କୁ କାଉନସିଲର୍‌ ଟିକେଟ୍ ଦେବା ନାଁରେ ୯୦ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ଏହି ଗିରଫ ହୋଇଥିବା ସୂଚନା ମିଳିଛି।