• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bridegroom

Kendrapada; A group clash between the barat and the villagers in rajnagar
ବରଯାତ୍ରୀ କଲେ ମହାଭାରତ; ଜାଳିଲେ କନ୍ୟାପକ୍ଷ ଗାଡ଼ି, ଥାନାରେ ପହଞ୍ଚିଲା ମାମଲା

ରାଜନଗର ଥାନା ଯଦୁ ଚନ୍ଦ୍ରପୁର ଗାଁର ମାନସ ରାଉଳ ଏବଂ କଇଁଥା ଗାଁର ପ୍ରଫୁଲ୍ଲ ପଢିଆରିଙ୍କ ଝିଅ ପ୍ରତିମା ପଢିଆରିଙ୍କ ମଧ୍ୟରେ ଚାଲିଥିଲା ବିବାହ । ଏଥିପାଇଁ ବରଯାତ୍ରୀ ସହ କଇଥା ଗାଁରେ ପହଞ୍ଚି ପ୍ରୋସେସନବେଳେ ବରଯାତ୍ରୀ ଏବଂ ଗ୍ରାମବାସୀଙ୍କ ଉପୁଜିଥିଲା ଗଣ୍ଡଗୋଳ ।

Loot
ବରଯାତ୍ରୀ ସହ ଆସିଲେ...ବିବାହ ମଣ୍ତପରୁ ଟଙ୍କା ଲୁଟି ଚାଲିଗଲେ

ରାଜଧାନୀରେ ବାହାଘର ମଣ୍ଡପରେ ମାତିଲେ ଲୁଟେରା । ବାହାଘର ଭୋଜିରେ ଗହଳିର ସୁଯୋଗ ନେଇ ଲୁଟି ନେଇଗଲେ ଗିଫ୍ଟ ଆଇଟମ ସହ ଟଙ୍କା ଖାମ୍ ।

contract papers signed  by grooms friends
ବିବାହ ପୂର୍ବରୁ ବର ସାଙ୍ଗ ରଖିଲେ ଅଜବ ଚୁକ୍ତି...ସ୍ୱାକ୍ଷର କରିବାକୁ ବାଧ୍ୟ ହେଲେ ନବବଧୂ

ତାମିଲନାଡୁର ଏହି ଦମ୍ପତି ହେଉଛନ୍ତି ହରିପ୍ରସାଦ ଓ ପୂଜା। ଗତ ରବିବାର ଥିଲା ବିବାହ । ବାହାଘରର ସବୁ ଆୟୋଜନ ସରିଥାଏ। ବିବାହ ମଣ୍ଡପକୁ ଆସିଲେ ବର-କନ୍ୟା।  ଏହି ସମୟରେ ହରିପ୍ରସାଦଙ୍କର ସାଙ୍ଗମାନେ ଏକ ଫାଇଲ ନେଇ ଆସିଲେ। ୨୦ ଟଙ୍କିଆ ଷ୍ଟାମ୍ପ ପେପର ଲାଗିଥିବା ଏକ କାଗଜରେ ଏକ ଚୁକ୍ତିନାମା ସ୍ୱାକ୍ଷର କରିବା ପାଇଁ ସେମାନେ ପୂଜାଙ୍କୁ କହିଥିଲେ। ଏପରିକି ବିବାହ ପୂର୍ବରୁ ସ୍ୱାକ୍ଷର କରିବାକୁ ପଡିବ ବୋଲି ପୂଜାଙ୍କୁ କହିଥିଲେ।

Subhadra and Dillip
ବୁଲେଟ୍ ଦେଇନପାରିବାରୁ ନୂଆବୋହୂକୁ ଝୁଲାଇଦେଲେ !

ବର ପକ୍ଷରୁ ଦାବି ମୁତାବକ ଯାନି ଯୌତୁକ ସହ ଆସବାବପତ୍ର ଦିଆଯାଇଥିଲା। କିନ୍ତୁ ବାକି ରହିଯାଇଥିଲା ବୁଲେଟ। ବୁଲେଟ ଆଣିବା ପାଇଁ ବୋହୂ ଉପରେ ଶାଶୂଘର ଲୋକେ ବାରମ୍ବାର ଚାପ ପକାଉଥିଲେ।