• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Building Collapse

Kolkata building collapse
ଭୁଶୁଡ଼ିଗଲା ୫ ମହଲା କୋଠା; ୨ ମୃତ, ଏକାଧିକ ଆହତ, ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଚାହୁଁ ଚାହୁଁ ଭୁଶୁଡ଼ିଗଲା ୫ ମହଲା କୋଠା । କୋଲାକାତା ଗାର୍ଡେନ୍ ରିଚ୍ ଅଞ୍ଚଳରେ ଏକ ନିର୍ମାଣଧୀନ ବିଲଡିଂ ଭୁଶୁଡ଼ି ଯାଇଛି । ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି ।

Under Construction Building Collapses In Delhi
ଅଭାବନୀୟ ଘଟଣା: ଭୁଶୁଡ଼ିଲା ନିର୍ମାଣାଧୀନ ବିଲ୍ଡିଂ, କିଛି ଶ୍ରମିକ ଫସି ରହିଥିବା ଆଶଙ୍କା

ଆଜାଦ୍‌ ମାର୍କେଟ ଅଞ୍ଚଳରେ ଥିବା ଏକ ୪ ମହଲା ବିଲ୍ଡିଂର ନିର୍ମାଣ କାର୍ଯ୍ୟ ଚାଲିଥିଲା। ତେବେ ଆଜି ସକାଳେ ହଠାତ୍‌ ଏହା ଭୁଶୁଡ଼ି ପଡ଼ିଥିଲା।

Building Collapsed In Mumbai
ଅଧରାତିରେ ଭୁଶୁଡ଼ିଲା ୪ ମହଲା କୋଠା

ମୁମ୍ବାଇର କୁର୍ଲା ନାଏକ ନଗରରେ ଗତକାଲି ମଧ୍ୟରାତ୍ରରେ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

delhi
ଦିଲ୍ଲୀର ଆଜାଦପୁର ନିକଟରେ ଭୁଶୁଡ଼ିଲା ୫ ମହଲା କୋଠା : ଅନେକ ଲୋକ ମାଟି ତଳେ ଫଶି ରହିଥିବା ଆଶଙ୍କା

ଦିଲ୍ଲୀର ସବଜି ମଣ୍ଡି ଅଞ୍ଚଳ ନିକଟରେ ପାଞ୍ଚ ମହଲା କୋଠା ଭୁଶୁଡ଼ି ପଡ଼ିଛି । କୋଠା ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ପଠାଯାଇଛି । ବର୍ତ୍ତମାନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି ଅଗ୍ନିଶମ ବାହିନୀ । ଅନେକ ଲୋକ ଏବେ ବି ମାଟି ତଳେ ଦବି କି ଅଛନ୍ତି ବୋଲି ପ୍ରତ୍ୟେକ୍ଷଦର୍ଶୀ କହୁଛନ୍ତି ।

Gurgaon Building Collapsed
କୋଠା ଭୁଶୁଡ଼ି ୩ ମୃତ, ଏବେ ଚାପି ହୋଇ ରହିଛନ୍ତି ଅନେକ

ଗୁରୁଗ୍ରାମରେ କୋଠା ଭୁଶୁଡି ୩ ଜଣଙ୍କ ମୃତ୍ୟୁ । ଗୁରୁଗ୍ରାମର ଖୱାସପୁର ଗାଁରେ ଘଟିଛି ଅଘଟଣ । ଗତକାଲି ରାତିରେ କୋଠାଟି ହଠାତ୍ ଭୁଶୁଡି ପଡିଥିଲା ।