• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Burnt Alive

Car-Bus Accident, 5Dead
ବସ୍‌କୁ ଧକ୍କା ଦେବାପରେ କାର୍‌ରେ ଲାଗିଗଲା ନିଆଁ...ଜିଅନ୍ତା ଜଳିଗଲେ ୫ଯାତ୍ରୀ

ବସ୍‌ର ଡିଜେଲ ଟ୍ୟାଙ୍କରରେ ନିଆଁ ଲାଗିବା ସହ କାର୍‌ଟି ମଧ୍ୟ ଜଳି ଯାଇଥିଲା। କାରରେ ଥିବା ସମସ୍ତ ୫ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଥିବା ୫୦ଯାତ୍ରୀ ଆହତ ହୋଇଛନ୍ତି।

Burnt Wife
ମଦ ପିଇବାକୁ ମନାକଲା ସ୍ତ୍ରୀ, ରାଗରେ କିରୋସିନ ଢାଳି ନିଆଁ ଲଗାଇଦେଲା ସ୍ୱାମୀ

ମହିଳାଙ୍କ ଚିତ୍କାର ଶୁଣି ପଡୋଶୀ ଧାଇଁ ଆସିଥିଲେ। ସେତେବେଳକୁ ତାଙ୍କ ଦେହରେ ନିଆଁ ଲାଗି ସାରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦୀନ ଦୟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

5 people burnt alive
ବାହାରେ ପଡ଼ିଛି ତାଲା, ଘର ଭିତରେ ଜିଅନ୍ତା ଜଳିଗଲା ପୂରା ପରିବାର

ଘରର ମୁଖ୍ୟ କବାଟରେ ତାଲା ପଡିଥିଲା। ଘର ଭିତରୁ ଧୂଆଁ ବାହାରୁଥିବାର ଦେଖି ପଡୋଶୀ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ୫ଟି ମୃତଦେହ ଉଦ୍ଧାର କରିଛି।

Hyva driver burnt alive in Sundargarh
ସତ ଚେଷ୍ଟା ପରେ ବି ନିଜକୁ ବଞ୍ଚାଇ ପାରିଲେନି, ହାଇୱା ସହ ଜୀଅନ୍ତା ଜଳିଗଲେ

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ହାଇୱା ଗାଡ଼ି ଜଳି ଯାଇଛି। ଗାଡ଼ି ଭିତରେ ଥିବା ଚାଳକ ଗାଡ଼ି ବାହାରକୁ ଆସି ନପାରିବାରୁ ବିଦ୍ୟୁତ୍ ତାର ଲାଗି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।   

Five members of a family burnt alive in Chhattisgarh
ଦୁର୍ଘଟଣା ପରେ କାର୍‌ରେ ଲାଗିଲା ନିଆଁ, ଜୀଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ଜଣ

ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା କାର୍। ଆଉ ଗାଡ଼ି ଭିତରେ ଥିବା ଗୋଟିଏ ପରିବାରର ୫ ଜଣ ଜୀଅନ୍ତା ଜଳିଗଲେ। ଛତିଶଗଡ଼ର ରାଜନନ୍ଦଗାଓଁ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି।

Alleged murder of young girl
ଯୁବତୀଙ୍କୁ ଜୀଅନ୍ତା ଜାଳି ଦିଆଯିବା ଘଟଣାରେ ଟ୍ୱିଷ୍ଟ୍‌: ପ୍ରେମିକ ମାନିଲା ପ୍ରେମ ସମ୍ପର୍କ, ହେଲେ...

ମୃତ୍ୟୁ ପୂର୍ବରୁ ଯୁବତୀ ଜଣକ ନିଜ ପ୍ରେମିକର ନାଁ ନେଇଥିଲେ ଓ ସେ ତାଙ୍କୁ ପୋଡ଼ି ଦେଇଥିବା କହିଥିଲେ। ହେଲେ ଅଭିଯୁକ୍ତ ଏସମସ୍ତ ଅଭିଯୋଗକୁ ଖଣ୍ଡନ କରିଛି। 

girl burn alive
ପ୍ରେମିକାକୁ ଜୀଅନ୍ତା ଜାଳି ଦେଲା ପ୍ରେମିକ

ପ୍ରେମିକାକୁ ଜୀଅନ୍ତା ଜାଳି ଦେଲା ପ୍ରେମିକ। ପ୍ରେମିକା ସହ କୌଣସି କଥା କଟାକଟିକୁ ନେଇ ପ୍ରେମିକ ଏଭଳି ଏଭଳି ଜଘନ୍ୟକାଣ୍ଡ ଭିଆଇଥିବା ସୂଚନା ମିଳିଛି।