• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Central Government

Remove Bournvita as health drink
ହେଲ୍ଥ ଡ୍ରିଙ୍କସ୍ ନୁହେଁ ବର୍ଣ୍ଣଭିଟା, ତୁରନ୍ତ ତାଲିକାରୁ ହଟାଇବାକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ବର୍ଣ୍ଣଭିଟା ହେଲ୍ଥ ଡ୍ରିଙ୍କ ତାଲିକାଭୁକ୍ତ ହୋଇପାରିବ ନାହିଁ। ଏନେଇ ଏକ ବି‍ଜ୍ଞପ୍ତି ଜାରି କରାଯାଇଛି। ଏଥିରେ ଉଲ୍ଲେଖ ଅଛି ଯେ, ସମସ୍ତ ଇ-କମର୍ସ ୱେବସାଇଟ୍ ନିଜ ନିଜର ପ୍ଲାଟଫର୍ମରୁ ବର୍ଣ୍ଣଭିଟା ସହ ଅନ୍ୟ ସମସ୍ତ ପାନୀକୁ ହେଲ୍ଥ ଡ୍ରିଙ୍କ ଶ୍ରେଣୀରୁ ତୁରନ୍ତ ହଟାଇ ଦିଅନ୍ତୁ।

8th Pay Commission
8th Pay Commission; ସରକାରୀ କର୍ମଚାରୀଙ୍କ ପାଇଁ ଆସୁଛି ବଡ଼ ଖୁସି ଖବର !

ପୂର୍ବରୁ ଲାଗୁ ହୋଇଥିବା ୭ମ ବେତନ କମିଶନ ତୁଳନାରେ ୮ମ ବେତନ କମିଶନରେ ଅନେକ କିଛି ପରିବର୍ତ୍ତନ ହୋଇପାରେ ।

Centre brings ordinance to extend the tenure of CBI, ED chiefs up to 5 years
୨ ବର୍ଷ ଅବଧତ୍କୁ ୫ ବର୍ଷ ଯାଏଁ ବୃଦ୍ଧି କରିବାକୁ ଅଧ୍ୟାଦେଶ ଆଣିଲେ

ବଢିଲା ED ଓ CBI ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି ନେଇ ଆଜି ଅଧ୍ୟାଦେଶ ଆଣିଛନ୍ତି କେନ୍ଦ୍ର ସରକାର । ଅଧ୍ୟାଦେଶରେ ଉଭୟଙ୍କ କାର୍ଯ୍ୟକାଳ ୫ ବର୍ଷ ଯାଏଁ ବୃଦ୍ଧି କରାଯାଇଛି ।

Indian Currency
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ପୁଣି ବଢ଼ିଲା ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା । ମହଙ୍ଗା ଭତ୍ତା ୨୮%ରୁ ୩୧%କୁ ବୃଦ୍ଧି କରିବାକୁ କ୍ୟାବିନେଟର ନିଷ୍ପତ୍ତି । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ୪୭.୧୪ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏହାଦ୍ୱାରା ଉପକୃତ ହେବେ ।

BJD protest
ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ

ସାର ଯୋଗାଣରେ ଅବହେଳା ଅଭିଯୋଗ ନେଇ ବିଜୁ କୃଷକ ଜନତା ଦଳର ପ୍ରତିବାଦ। ରାଜଭବନ ଆଗରେ ବିଜୁ କୃଷକ ଜନତା ଦଳର କେନ୍ଦ୍ର କରୁଥିବା ଅବହେଳା ଅଭିଯୋଗରେ ବିକ୍ଷୋଭ।