• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chse Cut Off

CHSE Cut Off
ପ୍ରକାଶ ପାଇଲା +୨ ପ୍ରଥମ କଟ୍‌ଅଫ୍‌ ମାର୍କ; ଜାଣନ୍ତୁ କେଉଁ କଲେଜରେ କେତେ ?

କଳା, ବିଜ୍ଞାନ ଓ ବାଣିଜ୍ୟ କଟ୍‌ଅଫ୍‌ ମାର୍କରେ ରେଭେନ୍ସା ଜୁନିଅର କଲେଜ ଆଗରେ ରହିଛି ।

Plus two Students
ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ

ଏବର୍ଷ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଥିଲେ। ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬୯୪୩ ଓ ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଥିଲେ।