• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Closed

Similipal National Park Closed For Tourists
୩ ଦିନ ହେଲା ବନ୍ଦ ରହିଛି ଶିମିଳିପାଳ

ଲଗାଣ ବର୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ। ଏନେଇ ଶିମିଳିପାଳ ନର୍ଥ ଡିଭିଜନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Similipal National Park Closed For Tourists For Indefinite Period
ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି।

ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଓ କୁହୁଡ଼ି ଯୋଗୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି। ଏନେଇ ଶିମିଳିପାଳ ଜାତୀୟ ଉଦ୍ୟାନ ଉପନିର୍ଦ୍ଦେଶକ ସାଇକିରଣ ଡିଏନ୍‌ ଘୋଷଣା କରିଛନ୍ତି।

wine shop
ଦେଢ ମାସ ଯାଏଁ ଦିଲ୍ଲୀରେ ଖୋଲିବନି ମଦ ଦୋକାନ!

ଦିଲ୍ଲୀ ସରକାରଙ୍କ ଦ୍ୱାରା ରାଜଧାନୀ ଦିଲ୍ଲୀ ପାଇଁ ଏକ ନୂତନ ଏକ୍ସାଇଜ୍ ନିୟମ ଲାଗୁ କରାଯାଇଛି। ଏହି ନିୟମ ଲାଗୁ ହେବା ପରେ ମଦ ବ୍ୟବସାୟରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅକ୍ଟୋବର ୧ ରୁ ସମସ୍ତ ଘରୋଇ ମଦ ଦୋକାନ ବନ୍ଦ କରାଯାଇଥିବା ବେଳେ କେବଳ ସରକାରୀ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଅର୍ଥାତ୍ ଆଗାମୀ ଦିନରେ ଦିଲ୍ଲୀରେ ମଦ୍ୟପାନର ଘୋର ଅଭାବ ଦେଖାଯିବାର ସମ୍ଭାବନା ମଧ୍ୟ ରହିଛି।