• translate

Tag: Cm Naveen Patnaik

BJP Pressmeet
ମୁଖ୍ୟମନ୍ତ୍ରୀ ବିଧାନସଭାର ଗରିମାକୁ ହତ୍ୟା କରୁଛନ୍ତି: ବିଜେପି

୫ଟି ମୁଲତବୀ ପ୍ରସ୍ତାବ ମଧ୍ୟରୁ ୩ଟି ପ୍ରସ୍ତାବକୁ କଂଗ୍ରେସର ସହାୟତା ନେଇ କରେଇ ଦେଲେ ନାହିଁ ଶାସକ ଦଳ। ୫ଟି ମୁଲତବି ପ୍ରସ୍ତାବ ଆଣିଥିଲା ବିଜେପି, ମାତ୍ର କଂଗ୍ରେସ ବାଧକ ସାଜିଲା। କଂଗ୍ରେସ ହେଉଛି ବିଜୁ ଜନତା ଦଳର ବି ଟିମ୍ ବୋଲି ବିଜେପି କହିଛି। କାଲିଠୁ ଖଣି ଦୁର୍ନୀତି ଆସିଛି, ବାଚସ୍ପତି ଆଲୋଚନା ଅଗ୍ରାହ୍ୟ କରିଦେଲେ।

CM Naveen Pattnaik
ନିୟମ ନମାନିଲେ ହେବ ଲକ୍‌ଡାଉନ୍‌: ନବୀନ

ବର୍ତ୍ତମାନ ରାଜ୍ୟରେ କୋଭିଡ୍‌ ସ୍ଥିତି ଚିନ୍ତାଜନକ ନଥିଲେବି ତୃତୀୟ ଲହର ନେଇ ବିଶେଷଜ୍ଞମାନେଆଶଙ୍କା କରୁଛନ୍ତି। ଏପରିକି ନିୟମ ମାନିବାକୁ ପରାମର୍ଶ ଦେଇଛି। ରାଜ୍ୟରେ ଏବେବି ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତଙ୍କ ସଂଖ୍ୟା ୧୦୦ ଉପରେ ରହୁଛି। କେରଳରେ ସ୍ଥିତି ଉଦ୍‌ବେଗଜନକ ରହିଛି।   

 CM Naveen Smart Health Card
ସାଢ଼େ ୩ କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ, ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା

ମାଲକାନଗିରିରେ ବିିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରଛନ୍ତି ମୁଖ୍ୟମନ୍ତ୍ରୀ । ସଦର ମହକୁମାସ୍ଥିତ ସଂସ୍କୃତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ ସହ ହିତାଧିକାରୀଙ୍କୁ  BSKY ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ।

CM Naveen Pattnaik
ରାଜ୍ୟରେ ନିର୍ମାଣ ହେବ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମ

ଇନଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଭାରୋତ୍ତୋଳନ ସହ ଯୋଗାଭ୍ୟାସ, ବ୍ୟାୟାମଶାଳା ରହିବ ପ୍ରାକୃତିକ ବିପର୍ଯ୍ୟୟ ବେଳେ ଷ୍ଟାଡିୟମକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବା ସହ ମହାମାରୀ ବେଳେ ଡାକ୍ତରଖାନା ଭାବେ ମଧ୍ୟ ବ୍ୟବହାର କରାଯାଇ ପାରିବ।

Naven patnaik
ଭାରତୀୟ ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୋଦି, ଭିସିରେ କଥା ହେଲେ ନବୀନ

ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି । ଏଥିପାଇଁ ସାରା ଭାରତରେ ଉତ୍ସବର ମାହୋଲ । ଭାରତୀୟ ପୁରୁଷ ହକି ଟିମ୍‌ର ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।

cm-naveen
ରାଜ୍ୟବାସୀଙ୍କୁ ପୁଣି ସତର୍କବାଣୀ ଶୁଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ପୁଣି ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ନମାନିଲେ ପୁଣି ଲକଡାଉନ କରାଯିବ ବୋଲି ସତର୍କ କଲେ । ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି । ଭୁବନେଶ୍ୱରରେ କୋଭିଡ୍‌ କେସ୍ ସ୍ଥିର ରହିଛି । 

Naveen Pattnaik
କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

କୋଭିଡ ସ୍ଥିତି ଓ ତୃତୀୟ ଲହରର ମୁକାବିଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ରାଜ୍ୟରେ କୋଭିଡ ଦୂର ହୋଇ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରିସ୍ଥିତି ନିୟନ୍ତ୍ରଣଧୀନ ଥିଲେ ବି ଅଧିକ ସତର୍କତା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

misson shakti
ମିଶନ ଶକ୍ତି ମହିଳାଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା

ମହିଳା ବିକାଶ ପାଇଁ ପୁଣି ଆଗେଇ ଆସିଲେ ନବୀନ ପଟ୍ଟନାୟକ। ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Naveen pattnaik
୯୫% ଟିକା ଦେବାକୁ ଦାବି କଲେ ନବୀନ

ରାଜ୍ୟ ପାଇଁ ୯୫% ଟିକା ଦେବାକୁ କେନ୍ଦ୍ର ସରକାରଙ୍କ ଆଗରେ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ଦାବି କଲେ ମୁଖ୍ୟମନ୍ତ୍ରୀ।

Naveen Patnaik
ଓଡ଼ିଶା ଅଲମ୍ପିଆନ୍‌ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିତିଲେ ୬ କୋଟି

ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଶା ଆଥଲେଟଙ୍କ ପାଇଁ ଖୁସି ଖବର । ସେମାନଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

naveen patnaik
ଶିଶୁଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ଗୋଟିଏ ପଟେ କରୋନା ବଢୁଛି, ଅନ୍ୟ ପଟେ ଚିନ୍ତା ବି ବଢୁଛି। ଆଉ ଏହାରି ମଧ୍ୟରେ, ଶିଶୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Naveen
ଟିକା ସମସ୍ୟା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କରୋନା ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି । ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ଆହ୍ବାନ ଦେଇଛନ୍ତି…