• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Contractual Employees

Contractual
ଠିକା ନିଯୁକ୍ତି ହଟିଲା, ଏବେ ଆସିବ ଢ଼େର ବାହାଘର ପ୍ରସ୍ତାବ

ଦରମା କଥା ଶୁଣିବା ପରେ ଝିଅ ଘର ଲୋକ କାଳେ କହୁଥିଲେ ପିଲା ୧୩ ହଜାର ପାଉଛି । ଏଥିରେ ସେ ନିଜେ ତ ଚଳିପାରୁନଥିବ ଝିଅକୁ ଚଳାଇବ କେମିତି ?

protest
ସରକାରଙ୍କ ସହ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ଆଲୋଚନା : ୧୫ ଦିନ ଭିତରେ ସମାଧାନ ପ୍ରତିଶ୍ରୁତି

୪୨ଟି ବିଭାଗର ୭୦ ହଜାର ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ପୂଜା ପୂର୍ବରୁ ମିଳିବ ଭଲ ଖବର

Contractual Employees
ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି

ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ ।

Pratap-Jena
ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି, ପ୍ରଥମ ବର୍ଷରୁ ମିଳିବ ଅଧିକ ୫୦% ଦରମା

ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ ।

protest
ଅଷ୍ଟ୍ରେଲିଆରେ କରୋନା କାୟା, ଲକଡାଉନ୍ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ଜନତା

କୋଭିଡ ସଂକ୍ରମଣ ବଢିବା ଯୋଗୁଁ ଅଷ୍ଟ୍ରେଲିଆ ସରକାରଙ୍କ ପକ୍ଷରୁ ଅନେକ ସହରରେ ଲକଡାଉନ୍ ଘୋଷଣା କରାଯାଇଛି । ଏହି ସମୟରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କୁ କାମକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ମନା କରାଯାଇଛି । ଦୁଇ ଡୋଜ୍ ଟିକାକରଣ ପରେ ମଧ୍ୟ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଅନୁମତି ମିଳିନାହିଁ । ଏନେଇ କମ୍ପାନୀଗୁଡ଼ିକର ଚୁକ୍ତିଭିତ୍ତିକ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।