• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Cases In Odisha

coronavirus
୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖ: ACS

ଭୁବନେଶ୍ୱର: ଦେଶରେ କରୋନା ପୁଣି କାୟା ବିସ୍ତାର କଲାଣି। ୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ACS ସ୍ୱାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। କରୋନା ସଂକ୍ରମଣ ରୋକିବା ପାଇଁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ACS ଚିଠି କରିଛନ୍ତି। ଦୁଇ ଏୟାରପୋର୍ଟ ନିର୍ଦ୍ଦେଶକ ଓ ପୂର୍ବତଟ GMଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ବିଶେଷ କରି ୧୨ଟି ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ପାଇଁ କୁହାଯାଇଛି। ସେହି ରାଜ୍ୟଗୁଡିକ ହେଲା- ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା, […]

corona-fase-2
କରୋନାର ସେକେଣ୍ଡ ୱେଭ୍ ଆସିଲା କି ?

ଭୁବନେଶ୍ୱର: ସାରା ବିଶ୍ୱକୁ ନିଜ ବଳୟ ଭିତରେ ରଖିଛି କରୋନା। ଅନେକ ସମୟରେ କରୋନା ଭୂତାଣୁ ତାର ରୂପ ପରିବର୍ତ୍ତନ କରୁଥିବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। କରୋନା ସେକେଣ୍ଡ ୱେଭ୍ ଅନେକ ସ୍ଥାନରେ ଦେଖାଦେବା ପରେ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାରି ଭିତରେ ସାରା ବିଶ୍ୱକୁ ଘାରିଲାଣି କରୋନାର ଆଉ ଏକ ରୂପ ତଥା କରୋନାର ନୂଆ ଷ୍ଟ୍ରେନ୍। ତାହା ହେଲେ ଏହା କଣ କରୋନା ଦ୍ୱିତୀୟ ୱେଭ କି ? ଏନେଇ କଣ […]

nagative
୧୨ ଜିଲ୍ଲାରୁ ସୁସ୍ଥ ହେଲେ ୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଯାଜପୁରରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଆରୋଗ୍ୟଙ୍କ ମଧ୍ୟରେ ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଆଜି ସକାଳେ ୧୯ ଜିଲ୍ଲାରୁ ରାଜ୍ୟରେ ୧୫୬ […]

Journalist
ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ

କରୋନାରେ ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କ ମୃତ୍ୟୁ ହୋଇଯାଇଛି। ରାଜ୍ୟ ଓ ରାଜ୍ୟ ବାହାରର ବହୁ ପ୍ରତିଷ୍ଠିତ ଗଣମାଧ୍ୟମ ସଂସ୍ଥାରେ ନିଷ୍ଠା ଓ ଦକ୍ଷତାର ସହିତ କାର୍ଯ୍ୟ କରିଥିବା ପ୍ରବୁଦ୍ଧ ଜଗଦ୍ଦେବଙ୍କର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାବସାନ ଘଟିଛି।

Corona
ରାଜ୍ୟରେ ଭୟଙ୍କର ହେଉଛି କରୋନା: ୨୪ ଘଣ୍ଟାରେ ୧୨୮୨ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଭୟଙ୍କର ହେବାରେ ଲାଗିଛି କରୋନା। ୨୪ ଘଂଟାରେ ରାଜ୍ୟରେ ୧୨୮୨ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ତେବେ ଲଗାତାର ଭାବରେ କରୋନା ସଂକ୍ରମଣ ରାଜ୍ୟରେ ବଢିବାରେ ଲାଗିଛି। ଗତକାଲି ତୁଳନାରେ ଆଜି ଆହୁରି ବଢିଛି ସଂକ୍ରମଣ

corona
ବେକାବୁ କରୋନା: ରାଜଧାନୀରେ ୧୦୩ ପଜିଟିଭ୍‌ ଚିହ୍ନଟ

ଚିନ୍ତା ବଢାଉଛି ସଂକ୍ରମଣ। ଆଜି ଗୋଟିଏ ଦିନରେ କେବଳ ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

bbsr
ଭୁବନେଶ୍ୱର ରେଳ ଷ୍ଟେସନରୁ ଚିହ୍ନଟ ହେଲେ ଏତିକି କରୋନା ଆକ୍ରାନ୍ତ

ଭୁବନେଶ୍ୱର ରେଳ ଷ୍ଟେସନରୁ ୨ଯାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରେଳ ଷ୍ଟେସନରୁ ପ୍ରଥମ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। କେବଳ ଏତିକି ନୁହେଁ ବରଂ ଉଭୟଙ୍କ କଣ୍ଟା ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ତନାଘନା ବି ଚାଲିଛି।

corona
ଏହି ସ୍ଥାନ ହିଁ ପାଲଟିଛି କରୋନାର ହଟସ୍ପଟ୍‌

କଟକ, ରାଉରକେଲା, ବ୍ରହ୍ମପୁର, ବାଲେଶ୍ୱର ଆଦି ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ବୃଦ୍ଧି ଏବଂ ତାକୁ ନେଇ ସୃଷ୍ଟି ହୋଇଥିବା ଡରରୁ ତେଜିଲା ଛାତ୍ର ଆନ୍ଦୋଳନ। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା କଟକ ଭୁବନାନନ୍ଦ ଇଂଜିନିୟରିଂ ସ୍କୁଲରେ। ଆସନ୍ତାକାଲି ଏଠି ସେମିଷ୍ଟର ପରୀକ୍ଷା ଅଛି

study-centre
ବେକାବୁ ହେଲାଣି କରୋନା: ଶିକ୍ଷାନୁଷ୍ଠାନ ଦେଉଛି ଟେନସନ୍‌

ମାର୍ଚ୍ଚରେ କାୟା ମେଲାଇଛି ମହାମାରୀ। ଜାରି ରହିଥିବା ଦୈନିକ ସଂକ୍ରମଣର ୨ ଶହ ଟ୍ରେଣ୍ଡ ଏବେ ୩ଶହ ମୁହାଁ ହେଲାଣି। ଏ ବର୍ଷର ରେକର୍ଡ ଭାଙ୍ଗି ଆଜି ଦିନକରେ ୨୯୦ ନୂଆ ରୋଗୀ ସାମ୍ନାକୁ ଆସିଥିବାବେଳେ ଉଦବେଗଜନକ ସ୍ଥିତି ରହିଛି ସହରାଞ୍ଚଳର ଶିକ୍ଷାନୁଷ୍ଠାନ ଗୁଡ଼ିକରେ

corona new strain
ଏହି ଜିଲ୍ଲାର ଗୋଟିଏ ଗାଁରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଚିନ୍ତା ବଢାଇଲା ନୂଆପଡ଼ା ଜିଲ୍ଲା। ଗୋଟିଏ ଗାଁରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଜିଲ୍ଲାର ସିନାପାଲୀ ବ୍ଲକର ଗୋଟିଏ ଗାଁରୁ ୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗାଁରୁ ନିଆଯାଇଥିବା ମୋଟ ୫୬ ସାମ୍ପଲ ମଧ୍ୟରୁ ୨୯ ପଜିଟିଭ ଚିହ୍ନଟ

Corona
ସ୍ଥିର ରହୁଛି କି ଆକ୍ରାନ୍ତଙ୍କ ସଂଖ୍ୟା? ଜାଣନ୍ତୁ ୨୪ ଘଣ୍ଟାରେ କେତେ ସଂକ୍ରମିତ ହେଲେ ଚିହ୍ନଟ?

ରାଜ୍ୟରେ ୨୪ ଘଣ୍ଟାରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଂଟରରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଂଚଳ ଅର୍ଥାତ୍‌ ଲୋକାଲ କେସ୍‌ ବୋଲି ଜଣାଯାଇଛି।

corona
ପୁଣି କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬୯ ଜଣ ଆକ୍ରାନ୍ତ ହେଲେ ଚିହ୍ନଟ

କିଛି ଦିନର ବ୍ୟବଧାନ ପରେ ପୁଣି ଥରେ କମିଛି ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଂଟାରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି।

OTV-portal-corona
ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ହେଲେ ଚିହ୍ନଟ?

ରାଜ୍ୟରେ ୨୪ ଘଣ୍ଟାରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟର ଅର୍ଥାତ୍‌ ସଂଗରୋଧ କେନ୍ଦ୍ରରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ଅର୍ଥାତ୍‌ ଲୋକାଲ କେସର ସଂଖ୍ୟା ରହିଛି ୩୮

corona-khabar
୨୪ ଘଣ୍ଟାରେ ୮୬ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ହେଲେ ଚିହ୍ନଟ?

ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

corona-khabar
ପୁଣି ଉପରମୁହାଁ ହେଲା ରାଜ୍ୟର କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୯୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କ୍ରମାଗତ ଭାବରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Corona
ପୁଣି ଥରେ ରାଜ୍ୟରେ ହେବ କି ଲକଡାଉନ?

ଆସିବ କି କରୋନାର ଦ୍ୱିତୀୟ ଲହରୀ? ଉଗ୍ରରୂପ ନେବ କି ନୂଆ ଷ୍ଟ୍ରେନ୍? ମହାରାଷ୍ଟ୍ରରେ ବଢୁଥିବା ସଂକ୍ରମଣ ଏବେ ବଢାଇ ଦେଇଛି ଏମିତି କିଛି ଆଶଙ୍କା।ସଂକ୍ରମଣ ଦ୍ରୁତ ହାରରେ ବଢୁଥିବାରୁ ମହାରାଷ୍ଟ୍ରର ଏକାଧିକ ଜିଲ୍ଲାରେ ଲକଡାଉନ ଓ କର୍ଫ୍ୟୁ ଭଳି ପଦକ୍ଷେପ ନେଲେଣି ସେଠାକାର ସରକାର

corona
କରୋନା ଆକ୍ରାନ୍ତଙ୍କ ଉପରେ ନଜର, ୨୪ ଘଣ୍ଟାରେ ୬୯ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ପୁଣି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟିନ ସେଂଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।

Corona-KO
ପୁଣି ମୁଣ୍ଡ ନେଉଛି କରୋନା, ୨୪ ଘଣ୍ଟାରେ ୫୩ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ପୁଣି ଥରେ ୧୦୦ ତଳେ ଚିହ୍ନଟ ହୋଇଛନ୍ତି ଆକ୍ରାନ୍ତ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ସମସ୍ତ ରୋଗୀ ୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

corona
୧୦୦ ତଳେ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା, କିନ୍ତୁ ଏବେବି ଛାଡ଼ୁନି ଡର

କ୍ରମାଗତ ଭାବରେ ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜିଲ୍ଲାରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

corona school
ସ୍କୁଲ ଖୋଲୁ ଖୋଲୁ ଚିନ୍ତା ବଢ଼ାଇଲାଣି କରୋନା ମହାମାରୀ

ସ୍କୁଲ ଖୋଲୁ ଖୋଲୁ କରୋନା ଭୟ ପୁଣି ଚିନ୍ତା ବଢାଇଲାଣି। ଝାରସୁଗୁଡା ଓ ଗଜପତିର ଦୁଇଟି ସ୍କୁଲରେ ଛାତ୍ରଛାତ୍ରୀ ଓ ଶିକ୍ଷକ ସଂକ୍ରମିତ ହେବା ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ବଢିଛି ଶଙ୍କା। ସରକାରଙ୍କ ଗାଇଡ୍ଲାଇନ ଅନୁସାରେ କ୍ଲାସ ହେଉଥିଲେ ମଧ୍ୟ କେମିତି ବ୍ୟାପିଲା ସଂକ୍ରମଣ ତାକୁ ନେଇ ଉଠିଛି ପ୍ରଶ୍ନ

coronavirus
ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୩୫ କରୋନା ସଂକ୍ରମିତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୫୮୪ରେ ପହଞ୍ଚିଛି। Regret to inform the demise of thirty five numbers of Covid positive patients while under treatment in hospitals. 1.A 58 years old male of Angul district. 2.A 37 years old […]

corona testing
ଖୋର୍ଦ୍ଧାକୁ ଟପିଲା କଟକ; ଦିନକରେ ବାହାରିଲେ ୧,୧୩୩ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଆଜି ବି ୧୧ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୨,୮୫୨  କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୧, ୦୫୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୧,୧୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ପରେ ଖୋର୍ଦ୍ଧାରୁ ୧୦୧୦ ଓ ସୁନ୍ଦରଗଡ଼ରୁ ୭୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ […]

wear mask
ଚିନ୍ତା ବଢ଼ାଉଛି ଖୋର୍ଦ୍ଧା, ୨୪ ଘଣ୍ଟାରେ ବାହାରିଲେ ୯୫୦ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ରାଜ୍ୟରେ ୬,୨୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ଖୋର୍ଦ୍ଧାରୁ କେବଳ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ସୁନ୍ଦରଗଡ଼ରୁ ୬୮୪ ଓ କଳାହାଣ୍ଡିରୁ ୬୮୨ ଆକ୍ରାନ୍ତ ଚିହ୍ନଟ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତରେ ୮ ଜଣଙ୍କ ମୃତ୍ୟୁ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଛି ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଖୋର୍ଦ୍ଧାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ […]

corona testing
କଟକରେ ଚିନ୍ତା ବଢ଼ାଇଲା କରୋନା, ଗୋଟିଏ କଲେଜରୁ ପୁଣି ବାହାରିଲେ ୧୩ ପଜିଟିଭ

କଟକ: କଟକର ଏକ ଘରୋଇ କଲେଜରୁ ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଦିନ ସମ୍ପୃକ୍ତ କଲେଜରୁ ୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ଗୁରୁବାର ଦିନ ୭୧ ଜଣଙ୍କର କରୋନା ଟେଷ୍ଟିଂ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୩ ଜଣ ନୂଆ ସଂକ୍ରମିତ ହୋଇଥିବା କଟକ ମହାନଗର ନିଗମ‌(ସିଏମ୍‌ସି)ର ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ଗୋଟିଏ ହଷ୍ଟେଲର ଅନ୍ତେବାସୀ ବୋଲି ଜଣାପଡ଼ିଛି। ଗତକାଲିଠାରୁ ସମ୍ପୃକ୍ତ କଲେଜକୁ […]

odisha
ବାହାର ରାଜ୍ୟରୁ ଓଡ଼ିଶା ଫେରିଥିବା ୨ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ବାହାର ରାଜ୍ୟରୁ ଓଡ଼ିଶା ଫେରିଥିବା ୨ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବିଏମ୍‌ସିର ଅତିରିକ୍ତ କମିଶନର୍ ଶୁଭେନ୍ଦୁ ସାହୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଏହି ୨ ଜଣଙ୍କ ମଧ୍ୟରୁ ଜଣେ ମୁମ୍ବାଇରୁ ଫେରିଛନ୍ତି ଓ ସେ ହୋମ୍ ଆଇସୋଲେସନରେ ଅଛନ୍ତି। ଅନ୍ୟ ଜଣେ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଦେଖି ଭୁବନେଶ୍ୱର ଏୟାରପୋର୍ଟରେ ପୁଣି ଥରେ […]