ଓଡ଼ିଶାରେ ଆଉ ୭ ଜୀବନ ନେଲା କରୋନା Jul 27, 2020 ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। …