• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Deaths In Odisha

corona death
ରାଜ୍ୟରେ ୧୧୦୭ ନୂଆ ପଜିଟିଭ୍‌ ଚିହ୍ନଟ,୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନା ସଂକ୍ରମଣ ମାତ୍ର କିଛିଦିନ କମିବା ପରେ ପୁଣିଥରେ ସଂକ୍ରମଣ ବୃଦ୍ଧି ପାଇଛି। ଅଗଷ୍ଟ ୧୦ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୦୭୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୨ ଥିଲା। ଅଗଷ୍ଟ ୧୧ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୪୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୬୧ ରହିଛି। ତେବେ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

corona
ଗଞ୍ଜାମରେ ୪ କରୋନା ଯୋଦ୍ଧା ଆଖି ବୁଜିଲେ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଲେ ୪ କରୋନା ଯଦ୍ଧା ।  ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ।  ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ […]

EW61ZkTXQAAr5Qu (1)
ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ମୃତକଙ୍କ ମଧ୍ୟରୁ ୨ଜଣ ଗଞ୍ଜାମ ଜିଲ୍ଲାର ଓ ଜଣେ ଗଜପତି ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]

ଓଡ଼ିଶାରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ଜଣ, କଟକରୁ ଜଣେ, ଭୁବନେଶ୍ୱରରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଓ ମାଲକାନଗିରିରୁ ଜଣେ ଆକ୍ରାନ୍ତ ଅଛନ୍ତି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚିଛି। ଗଞ୍ଜାମରୁ ଆଜି ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ୪ ଜଣ ଯାକ ପୁରୁଷ ଓ ସେମାନଙ୍କର ବୟସ ଯଥାକ୍ରମେ   ୮୧, ୪୯, ୭୩ ଓ ୪୫ ବର୍ଷ। ସେହିପରି  ନୟାଗଡ଼, ଗଜପତି, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରୁ […]

corona 33
ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୮୪ ନୂଆ କରୋନା ପଜିଟିଭ୍‌‌, ଗଲା ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତିରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭ରେ ପହଞ୍ଚିଛି। Regret […]

ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ, ୨୭୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ଜଣ, ବାଲେଶ୍ୱର, ଭୁବନେଶ୍ୱର, ଖୋର୍ଦ୍ଧା, ବରଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of thirteen Covid positive patients while under treatment in hospitals. 1. A […]

ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ ନୟାଗଡ଼ରୁ ୩ ଜଣ ଲେଖାଏ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret to inform the demise of fourteen #COVID19 positive patients while under […]

covid19
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୩୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪ଜଣ, ରାୟଗଡ଼ାରୁ୨ଜଣ, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ […]

corona 44
ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଗଞ୍ଜାମରୁ ୨ଜଣ ଲେଖାଏ, ଭଦ୍ରକ, ବଲାଙ୍ଗିର, କଟକ,ଯାଜପୁର, କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   Regret to inform the demise of Ten #COVID19 positive patients while under treatment in hospitals. 1. […]

୨୪ ଘଣ୍ଟାରେ ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୪ ଓ ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଗଞ୍ଜାମ, କଟକ ଓ ବରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଛି।

cinbd
ଓଡ଼ିଶାରେ କରୋନା ମୃତ୍ୟୁ: ୨୪ ଘଣ୍ଟାରେ ଆଖି ବୁଜିଲେ ପୁଣି ୧୦

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ କରୋନା ରୋଗୀ ଆଖି ବୁଜିଲେ। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୩୭୨ ଛୁଇଁଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ୪ ଜଣ ଗଞ୍ଜାମ (Ganjam) ଜିଲ୍ଲାରୁ ଅଛନ୍ତି। ଏଥିସହିତ ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ ଏବଂ ଭଦ୍ରକ ଓ ବରଗଡ଼ରୁ ଜଣେ ଲେଖାଏ କରୋନା ରୋଗୀଙ୍କ […]

coronavirus in odisha
ଓଡ଼ିଶାରେ କରୋନା ସ୍ଥିତି: ଆଉ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ଅନୁଗୁଳ, କୋରାପୁଟ, ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୦ ଛୁଇଁଛି। ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା […]

coronavirus
ଦିନକରେ ଓଡ଼ିଶାରେ କରୋନା ନେଲା ଆଉ ୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ସୁନ୍ଦରଗଡ଼ରୁ ୨, ବଲାଙ୍ଗିର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of nine Covid positive patients while under treatment in hospitals. 1.A 28 […]

୪୦୦ ଟପିଲା ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of ten Covid positive patients while under treatment in hospitals. […]

୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୫, ସୁନ୍ଦରଗଡ଼ରୁ ୨, କଟକ, ରାୟଗଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  Regret to inform the demise of Ten #COVID19 positive patients while under treatment in hospitals. 1. A 65-year old […]

corona 11
Coronavirus Updates: ଓଡ଼ିଶାରେ ଆଜି ସର୍ବାଧିକ ୧୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭୁବନେଶ୍ୱର,କଟକ, ଜଗତସିଂହପୁର ଓ ମାଲକାନଗିରିରୁ ୨ଜଣ ଲେଖାଏ, ବରଗଡ଼, ଯାଜପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ ଛୁଇଁଛି। Regret to inform the demise of fourteen […]

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୪ଜଣ, ଭୁବନେଶ୍ୱର, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୨ ଛୁଇଁଛି। ଅନ୍ୟପକ୍ଷରେ, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ […]

corona
ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, କଟକରୁ ୨, ବାଲେଶ୍ୱର, ଭୁବନେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୨୨ ହୋଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ […]

corona
ଓଡ଼ିଶାରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ବଲାଙ୍ଗିର, କଟକ, ଗଞ୍ଜାମ, ଖୋର୍ଦ୍ଧା, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୩୮ ହୋଇଛି। ୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି […]

coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୩, ପୁରୀ ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବରଗଡ଼, ବଲାଙ୍ଗିର, କଟକ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା […]

corona
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ […]

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୩୭ କରୋନା […]

ଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ଆଖି ବୁଜିଲେ ୯ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୪୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟି ଥିବାବେଳେ ସମ୍ବଲପୁର, ଭୁବନେଶ୍ୱର, କଟକ, କନ୍ଧମାଳ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of nine […]