• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona In Odisha

new strain of coronavirus
୨୪ ଘଂଟାରେ ରାଜ୍ୟରେ ୧୦ ହଜାର ୩୬ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ଆଉ ୧୦ ହଜାର ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

corona
କଟକରେ ପୁଣି କରୋନା ଆତଙ୍କ, ଗୋଟିଏ କଲେଜରୁ ୧୨ ଛାତ୍ରଛାତ୍ରୀ ପଜିଟିଭ୍‌

କଟକ: କଟକର ଏକ ଘରୋଇ କଲେଜରେ ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ପରେ କଲେଜ ଓ ହଷ୍ଟେଲ୍‌କୁ ୧୦ ଦିନ ପାଇଁ ବନ୍ଦ ହୋଇଛି। ଏନେଇ କଟକ ମ୍ୟୁନିସିପାଲ୍‌ କର୍ପୋରେସନ୍‌(ସିଏମ୍‌ସି) ନିର୍ଦ୍ଦେଶ ଦେଇଛି। ସମସ୍ତ ଆକ୍ରାନ୍ତଙ୍କଠାରେ ଲକ୍ଷଣ ଦେଖାଦେବା ପରେ ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିଲା। ସେସବୁର ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି। ତେବେ ସମ୍ପୃକ୍ତ କଲେଜରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ କରାଯିବ ଓ ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସିଏମ୍‌ସି […]

corona
ରେକର୍ଡ ଭାଙ୍ଗିଲା କରୋନା; ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୭୯୧

ଭୁବନେଶ୍ୱର: କରୋନା ସଂକ୍ରମଣ ଆଜି ରାଜ୍ୟରେ ବିସ୍ଫୋରକ ରୂପ ନେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି କୁହାଯାଇଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ହାରରେ ବୃଦ୍ଧି ପାଉଛନ୍ତି। ଗତ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ […]

EW61ZkTXQAAr5Qu (1)
ଓଡ଼ିଶାରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୦ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଆହୁରି ମଧ୍ୟ ପଢ଼ନ୍ତୁ: […]

niranjan mishra
ମେ’ ମାସ ଘାତକ ଥିଲା, ଜୁନରେ ସେପରି ହେବନି-ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ମୃତ୍ୟୁର ତାଣ୍ଡବ ଖେଳାଇଥିବାବେଳେ ଏବେ ଏହାର ପ୍ରଭାବ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଓଡ଼ିଶାରେ ମେ’ ମାସରେ କରୋନା ସଂକ୍ରମଣ ପିକ୍‌ରେ ଥିଲା। ଏଠାରେ ଦୈନିକ ସଂକ୍ରମଣ ୧୨ ହଜାର ଛୁଇଁଥିବାବେଳେ…

corona testing
ଆଜି ବି ଓଡ଼ିଶାରେ ଦୈନିକ ସଂକ୍ରମଣ ୧୦ ହଜାର ଉପରେ; କେବଳ ଖୋର୍ଦ୍ଧାରୁ ବାହାରିଲେ ୧,୫୬୬ ପଜିଟିଭ୍‌

୨୪ ଘଣ୍ଟାରେ ରାଜ୍ୟରେ ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ଓ ୨୨ ଜଣଙ୍କ ମୃତ୍ୟୁ ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଆକ୍ରାନ୍ତ ଚିହ୍ନଟ BMC ଅଞ୍ଚଳରେ ଗର୍ଭବତୀଙ୍କର କୋଭିଡ୍ ଟେଷ୍ଟ ଲାଗି ଘରକୁ ଘର ଯିବ ଟିମ୍ ଭୁବନେଶ୍ୱର: ଓଡ଼ିଶାରେ ଆଜି…

lockdown 1
୬ ଦିନ ମଧ୍ୟରେ ସ୍ଥିତି ନସୁଧୁରିଲେ ପୁଣି ରାଜ୍ୟରେ ବଢିବ ଲକଡାଉନ୍‌ !

ରାଜ୍ୟରେ କୋରନା ସଂକ୍ରମଣ ପୂର୍ବ ଅପେକ୍ଷା ସାମନ୍ୟ ହ୍ରାସ ପାଇ ଏବେ ଫ୍ଲାଟ ସ୍ଥିତିରେ ରହିଛି। ଦୈନିକ ସଂକ୍ରମଣ ଆଗରୁ ୧୨ ହଜାର ଥିବାବେଳେ ଏବେ ୧୦ହଜାର ଟ୍ରେଣ୍ଡ ଚାଲିଛି