• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona News Today

news varient
ଦେଶରେ ଚିହ୍ନଟ ହେଲେ ୬୨,୨୨୪ କରୋନା ପଜିଟିଭ, ଆଖି ବୁଜିଲେ ୨୫୪୨

ନୂଆଦିଲ୍ଲୀ: ଦେଶରେ କମୁଛି ସଂକ୍ରମଣ। ଗତ ୯ ଦିନ ହେବ ପିଜିଟିଭିଟି ରେଟ୍ ୫ ପ୍ରତିଶତରୁ କମ ରହିଥିବା ବେଳେ ଏହା ଏବେ ୩.୨୨ ପ୍ରତିଶତକୁ ଖସି ଆସିଛି । ସାପ୍ତାହିକ ପଜିଟିଭିଟି ରେଟ୍ ୫ ପ୍ରତିଶତରୁ ୪.୧୭ ପ୍ରତିଶତକୁ ଖସି…

coronavirus
ତଳମୁହାଁ କରୋନା ଗ୍ରାଫ୍‌: ଆଜି ବି ରାଜ୍ୟରେ ୪ ହଜାର ତଳକୁ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୪ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୪ ହଜାର ତଳକୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୫୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ…

Untitled-1
ଚିନ୍ତା ବଢଉଛି ମୃତ୍ୟୁ ସଂଖ୍ୟା; ଦିନକରେ ଆଖି ବୁଜିଲେ ୩,୯୨୧ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ  ସଂଖ୍ୟା କ୍ରମାଗତ ଭାବେ କମି କମି ଆସୁଛି। ହେଲେ ମୃତକଙ୍କ ସଂଖ୍ୟା ଚିନ୍ତାର ବିଷୟ ହୋଇଛି। ଏପରିକି ସଂକ୍ରମଣ ହାର ଦ୍ରୁତ ଗତିରେ ହ୍ରାସ ପାଉଥିଲେ ହେଁ ଦୈନିକ ମୃତ୍ୟୁ ସଂଖ୍ୟାରେ ଯେମିତି ବ୍ରେକ ଲାଗିପାରୁନି। …

coronavirus
ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ହଜାର ୩୩୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ହଜାର ୩୩୯ ସଂକ୍ରମିତ ଚିହ୍ନଟ । ଏହା ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୮୬୪ ରହିଛି । ତେବେ ଅନୁଗୁଳରୁ ୨୨୬ ଜଣ କରୋନା…

odisha
କରୋନା ଟିକା ନାଁ ଶୁଣିଲେ ଘରେ ପଡ଼ୁଛି ତାଟିକବାଟ

ରାୟଗଡ଼ା: ଶୂନ୍‌ଶାନ୍‌ ଲାଗୁଛି ଗାଁ। କେହି କେଉଁଠି ବି ଦେଖାଯାଉ ନାହାନ୍ତି। ଏମିତି ଲାଗୁଛି, ଯେମିତି ଗାଁରେ କେହି ବର୍ଷ ବର୍ଷ ହେଲା ରହୁ ନାହାନ୍ତି। ପ୍ରକୃତ କାରଣ, କରୋନା ଟିକା ନେବା କଥା ଶୁଣିଲା ପରେ ଯିଏ ଯେଉଁଆଡ଼େ ପାରିଲେ…

V K Paul
୧୫ଟି ରାଜ୍ୟରେ ୫ ପ୍ରତିଶତ ତଳେ ପଜିଟିଭିଟି ହାର

ନୂଆଦିଲ୍ଲୀ: ଦେଶରେ କରୋନା ରିକଭରି ରେଟ୍ ୯୪.୩ ପ୍ରତିଶତକୁ ବୃଦ୍ଧି ପାଇଛି। ୧୫ଟି ରାଜ୍ୟରେ ୫ ପ୍ରତିଶତ ତଳେ ପଜିଟିଭିଟି ହାର ରହିଛି। ଏନେଇ ପ୍ରେସମିଟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ସମସ୍ତଙ୍କୁ ମାଗଣା ଟିକା ଘୋଷଣା ପରେ…

vaccine
କୋଭିଡ୍ ଟିକାକରଣ ପାଇଁ ଜାରି ହେଲା ନୂଆ ପରିବର୍ତ୍ତିତ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ: କୋଭିଡ୍ ଟିକାକରଣ ପାଇଁ କେନ୍ଦ୍ର ସରକାର ନୂଆ ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଦେଶବାସୀଙ୍କୁ ମାଗଣା ଟିକା ଯୋଗାଇବାକୁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଏହି ଗାଇଡ୍‌ଲାଇନ୍‌ ଜାରି ହୋଇଛି। ଜାଣନ୍ତୁ, କ’ଣ ରହିଛି ଏହି ନୂଆ ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ରେ…. ରାଜ୍ୟର…

delta
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭, ୩୯୫ କରୋନା ରୋଗୀ, ଆଖି ବୁଜିଲେ ୪୦

ଭୁବନେଶ୍ୱର: ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୭, ୩୯୫କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।  ଅନ୍ୟପକ୍ଷେ  ରାଜ୍ୟରୁ ୨୪ ଘଣ୍ଟାରେ  ୪୦…

firojabad
୨୪ ଘଣ୍ଟାରେ ଆଖି ବୁଜିଲେ ୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଇଛି କରୋନା ଦୈନିକ ମୃତ୍ୟୁ ହାର। ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ରୋକ ଲାଗି ପାରୁନି।  ଆଜି ରାଜ୍ୟରେ ପୁଣି ବଢିଛି କରୋନା ମୃତ୍ୟୁ ସଂଖ୍ୟା । ଗତକାଲି ୩୫ ଜଣ କରୋନା ରୋଗୀ…

corona
ରାଜ୍ୟରେ ଚିହ୍ନଟ ହେଲେ ୮,୭୩୫ କରୋନା ପଜିଟିଭ

ଭୁବନେଶ୍ୱର:  ଆଜିର ତାଲିକାକୁ ଦେଖିଲା ପରେ ଖୋର୍ଦ୍ଧା ଜିଲ୍ଲାକୁ ନେଇ ପୁଣି ଚିନ୍ତା ବଢିଛି। ଆଜି ବି ଖୋର୍ଦ୍ଧା ଉପରେ ରହିଛି ଏବଂ ସଂକ୍ରମିତଙ୍କ ତାଲିକା ୧୦୦୦ରୁ ଅଧିକ ରହିଛି। ଆଜି ଏହି ଜିଲ୍ଲାରୁ ୧,୨୨୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।…

nagada
କରୋନାକୁ ନେଇ ବେଫିକର ନଗଡ଼ାବାସୀ

ମହାମାରୀର ମୁଠାରେ ଏବେ ସାରା ବିଶ୍ୱ ଥିବାବେଳେ ଏକଦା ଅପହଞ୍ଚ ଓ ଅପପୁଷ୍ଟିର ଇଲାକା ଭାବେ ପରିଚିତ ଯାଜପୁର ଜିଲ୍ଲା ନଗଡାରେ କିନ୍ତୁ ସ୍ଥିତି ଭିନ୍ନ ରହିଛି। ଏଠି ଲୋକ କରୋନାକୁ ନେଇ ବେଫିକର

corona death
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଲା, ଦିନକରେ ଆଖି ବୁଜିଲେ ୩୫ ରୋଗୀ

ଭୁବନେଶ୍ୱର: ଦେଶରେ କରୋନାର ୨ୟ ଲହର ପ୍ରଭାବ ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି।  ଓଡ଼ିଶାରେ କିଛିଦିନ ଧରି ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ଆଜି  ସଂକ୍ରମିତଙ୍କ ସଂଖ୍ୟା  ୮ ହଜାର ଉପରେ ରହିଛି । ଗତକାଲି ତୁଳନାରେ…

india-corona
୪୩ ଦିନ ପରେ ଦେଶରେ ୨ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ପୁଣି ଥରେ ୨ ଲକ୍ଷ ତଳକୁ ଖସିଛି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୮୬ ହଜାର ୩୬୪ ଜଣ ଆକ୍ରାନ୍ତ

corona testing
ସୁନ୍ଦରଗଡ଼ରେ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୨୦୦ ତଳକୁ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭,୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ…

covid-1
ଆଜି କରୋନାରେ ସର୍ବାଧିକ ରୋଗୀଙ୍କ ମୃତ୍ୟୁ: ଚାଲିଗଲା ୪,୫୨୯ ଜୀବନ

ନୂଆଦିଲ୍ଲୀ: ଦେଶରେ ମୃତ୍ୟୁର ତାଣ୍ଡବ ରଚୁଛି କରୋନା। ଦେଶରୁ ସଂକ୍ରମଣ ହାର ଧୀରେ ଧୀରେ କମୁଥିଲେ ହେଁ କମୁନି ମୃତ୍ୟୁ ସଂଖ୍ୟା। ଆଜି ଦେଶରେ ସର୍ବାଧିକ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ଗତ ୨୪ ଘଣ୍ଟା ମଧ୍ୟରେ ୪,୫୨୯ ଜଣ କରୋନାରେ…

corona death
ଦିନକରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ମହାମାରୀ କରୋନା ରାଜ୍ୟବାସୀଙ୍କ ନିଦ ହଜାଇ ଦେଇଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବାବେଳେ ମୃତୁ୍ୟ ସଂଖ୍ୟା ୨୦ ଉପରେ ରହୁଛି। ଆଜି ରାଜ୍ୟରୁ ୧୧,୦୯୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୧ ଜଣ ଆଖି ବୁଜିଛନ୍ତି।  ଏହାକୁ…