• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Pandemic

corona virus
ଦେଶରେ ପୁଣି ବଢ଼ୁଛି ସଂକ୍ରମଣ : ୪୩ ହଜାରରୁ ଅଧିକ ନୂତନ ସଂକ୍ରମିତ ଚିହ୍ନଟ

କିଛି ଦିନ ବ୍ୟବଧାନରେ ପୁଣି ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୪୩,୬୫୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

positive rate
ଦେଶରେ ପୁଣି ବଢ଼ୁଛି କି ସଂକ୍ରମଣ ? ଏକ ସପ୍ତାହରେ ଦୁଇ ଗୁଣ ହେଲା ପଜିଟିଭିଟି ରେଟ୍

ଏକ ସପ୍ତାହ ପୂର୍ବରୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଦେଶରେ ଟେଷ୍ଟ ପଜିଟିଭିଟି ହାର ୧.୬୮ ପ୍ରତିଶତ ଥିଲା । ତେବେ ସୋମବାର ପ୍ରକାଶିତ ତଥ୍ୟ ଅନୁସାରେ ଟେଷ୍ଟ ପଜିଟିଭିଟି ହାର ବୃଦ୍ଧି ପାଇ ୩.୪ ପ୍ରତିଶତରେ ପହଞ୍ଚିଛି, ଯାହା ଅତ୍ୟନ୍ତ ଚିନ୍ତାଜନକ । ପଜିଟିଭିଟି ହାର ବୃଦ୍ଧି ପାଇବା ପରେ ଉଦବେଗ ପ୍ରକାଶ କରିଛନ୍ତି ବିଶେଷଜ୍ଞ

corona
କରୋନା ଛଡ଼ାଇନେଲା ଜୀବନ-ଜୀବିକା : ସଙ୍କଟରେ ମୃଦଙ୍ଗବାଦ୍ୟ କାରିଗର

ଲୋକକଳା, ଲୋକ ସଂସ୍କୃତି ତଥା ଲୋକବାଦ୍ୟକୁ ବଂଚାଇବାପାଇଁ ସରକାରୀ ସ୍ତରରେ ବିଭିନ୍ନ ଉତ୍ସବ ଆୟୋଜନା ସହ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯାଇଛି । ହେଲେ ଏଥିପାଇଁ ଯେଉଁ ବାଦ୍ୟ ଦରକାର ସେ ବାଦ୍ୟର କାରିଗରମାନେ ଏବେ ଅବହେଳିତ ଅବସ୍ଥାରେ । କରୋନା ମହାମାରୀ ଛଡେଇ ନେଇଛି ସେମାନଙ୍କ ଜୀବନ ଜୀବିବା । ଲକଡାଉନ, ସଟଡାଉନ ହେବା ଫଳରେ ସେମାନଙ୍କ ବାଦ୍ୟ ଯନ୍ତ୍ର ବକ୍ରି ହେଉନଥିବାରୁ ଏବେ ଚିନ୍ତ୍ରାରେ ଏହି ମୃଦଙ୍ଗ ବାଦ୍ୟ କାରିଗର।