• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Update Odisha Today

corona
କରୋନା ଅପ୍‌ଡେଟ୍: ସକାଳେ ୭୬ ଆକ୍ରାନ୍ତ ହୋଇଥିଲେ ଏବେ ୭୯ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେତିକି ବଢ଼ୁଛନ୍ତି ସେଇ ଅନୁସାରେ ରୋଗୀ ସୁସ୍ଥ ମଧ୍ୟ ହେଉଛନ୍ତି। ଆଜି ସକାଳେ ରାଜ୍ୟରେ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ୭୯ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। Another 79 #Covid19 patients have recovered and are being discharged. 11 are from Ganjam 5 from Jajpur 17 from Balasore 4 […]

corona update odisha
ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ, ୪,୬୭୭ରେ ପହଞ୍ଚିଲା ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଓ ଯାଜପୁରରୁ ୮ଜଣ ଲେଖାଏ, […]