• translate

Tag: Corona Updates In Odisha

corona updates odisha
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୨,୨୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୨୪୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୨,୨୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୪ରହିଛି।  ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

corona test
Corona Updates In Odisha:ଓଡ଼ିଶାରେ କରୋନା ସ୍ଥିତିକୁ ନେଇ ଆସିଲା ଭଲ ଖବର

ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଛି କରୋନା ଟେଷ୍ଟ୍‌, ହେଲେ କମିଛି ସଂକ୍ରମଣ ସଂଖ୍ୟା। ଟେଷ୍ଟ ସଂଖ୍ୟା ବଢ଼ିଥିବା ବେଳେ ସେହି ଅନୁପାତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ନାହାନ୍ତି। ‌ଆଜି ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ଗତ ତିନି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ଟେଷ୍ଟ କରାଯାଇଛି। ହେଲେ ଆକ୍ରାନ୍ତଙ୍କ ପ୍ରତିଶତ ପୂର୍ବ ଅପେକ୍ଷା ବଢ଼ି ନାହିଁ। ଗତ ୨୪ ଘଣ୍ଟାରେ ୫୦ ହଜାର ୪୨୧ […]

corona
୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨,୯୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୯ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

corona
ଦିନକରେ ଓଡ଼ିଶାରୁ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୫  ରହିଛି। ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ […]

corona
୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ରୋଗୀ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

corona
ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ […]

corona
ଗଞ୍ଜାମରେ ୪ କରୋନା ଯୋଦ୍ଧା ଆଖି ବୁଜିଲେ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଲେ ୪ କରୋନା ଯଦ୍ଧା ।  ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ।  ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ […]

coronavirus-odisha
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]

91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

coronavirus
ରାଜ୍ୟରେ ଆଉ ୨୮୨ କରୋନା ପଜିଟିଭ୍‌‌ ଚିହ୍ନଟ, ୨୬ଟି ଲୋକାଲ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୨  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୮୨  ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, […]

corona 1
ଶ୍ରୀମନ୍ଦିର ସେବାୟତଙ୍କୁ କରୋନା

ପୁରୀ: ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧,୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧,୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସମ୍ପୃକ୍ତ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ସୂଚନାଥାଉ କି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଅନ୍ୟପକ୍ଷରେ, ସମ୍ପୃକ୍ତ […]

coronavirus latest news odisha
୧୮ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ Corona ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ […]

EaNSYFqWAAApKws
୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, […]