ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ହାରରେ ବୃଦ୍ଧି ପାଉଛନ୍ତି। ଗତ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମଙ୍ଗଳବାର ୫୮୮ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ହେଲେ ଆଜି ସବୁ ରେକର୍ଡ ଭାଙ୍ଗିଛି କରୋନା। ଗୋଟିଏ ଦିନରେ ବାହାରିଛନ୍ତି ୮୦୦ ପାଖାପାଖି କରୋନା ରୋଗୀ।
ଆଜି ସର୍ବାଧିକ ରୋଗୀ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି। ଏଠାରୁ ଆଜି ୧୪୭ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଖୋର୍ଦ୍ଧାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଉପରେ ରହିଛି। ଏଠାରୁ ୧୧୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଅନୁଗୁଳରୁ ୧୭, ବାଲେଶ୍ୱରରୁ ୬, ବରଗଡରୁ ୪୮, ଭଦ୍ରକରୁ ୧୦, ବଲାଙ୍ଗିରରୁ ୧୪, ବୌଦ୍ଧରୁ ୨, କଟକରୁ ୪୬, ଦେବଗଡ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ, ଢେଙ୍କାନାଳରୁ ୩, ଗଞ୍ଜାମ ଓ ଜଗତସିଂହପୁରରୁ ୯, ଯାଜପୁରରୁ ୧୬, ଜଗତ୍ସିଂହପୁରରୁ ୩୧, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୪, ଝାରସୁଗୁଡାରୁ ୩୧, କେନ୍ଦୁଝରରୁ ୩୯, କୋରାପୁଟରୁ ୯, ମାଲକାନଗିରିରୁ ୨ ଏବଂ ମୟୂରଭଞ୍ଜରୁ ୨୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ନବରଙ୍ଗପୁରରୁ ୨୩, ନୟାଗଡରୁ ୭, ନୂଆପଡାରୁ ୩୧, ପୁରୀରୁ ୪୩, ରାୟଗଡାରୁ ୧୪, ସମ୍ବଲପୁରରୁ ୪୫, ସେନପୁରରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ ପୁଲ୍୨୭ ଥିବା ଜଣାଯାଇଛି।
ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୬୪୭ ଥିବାବେଳେ ସୁସ୍ଥ ହୋଇଛନ୍ତି ୩୩୮୪୧୬ ଜଣ। ରାଜ୍ୟରେ ଆକ୍ଟିଭ କେସ ରହିଛି ୪୨୫୫।
ଆଜି ଦେଶରେ ମଧ୍ୟ ରେକର୍ଡ ଭାଙ୍ଗିଛି କରୋନା। ୨୪ ଘଣ୍ଟାରେ ଏକ ଲକ୍ଷ ୧୫ ହଜାର ୭୩୬ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଏହି ସମୟ ମଧ୍ୟରେ ଦେଶଣେ ୫୯, ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ଟିଭ କେସ ୫୫, ୨୫୦ ଥିବା ଜଣଯାଇଛି।
]]>Covid-19 Report For 6th April
New Positive Cases: 791
In quarantine: 459
Local contacts: 332(Details of local contacts will be shared by concerned District Administration)
District Wise Cases:
1. Angul: 17
2. Balasore: 6
3. Bargarh: 48
4. Bhadrak: 10
5. Balangir: 14— I & PR Department, Odisha (@IPR_Odisha) April 7, 2021
ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇ ଓଡ଼ିଶାରେ କରୋନାରେ ନେଲାଣି ୪୮ ଜଣଙ୍କ ଜୀବନ। ଗଞ୍ଜାମରେ ସ୍ଥିତି ଉଦ୍ବେଗଜନକ। କେବଳ ଗଞ୍ଜାମ ଜିଲ୍ଲାରେ ଆଜି ଗୋଟିଏ ଦିନରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଗଞ୍ଜାମରେ ମୋଟ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୮୬୦ଜଣ ଚିକିତ୍ସାଧୀନ ଥିବାବେଳେ ୬,୭୦୩ଜଣ ସୁସ୍ଥ ହୋଇଛନ୍ତି। ୪୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ ମହିଳାଙ୍କ ଘର ବାଲେଶ୍ୱର ଜିଲ୍ଲାରେ।
ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, ବାଲେଶ୍ୱରରୁ ୩, କଟକରୁ ୪, ଯାଜପୁରରୁ ୬, ପୁରୀରୁ ୯, ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗିର, କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏ, ଜଗତସିଂହପୁରରୁ ୧୧, କନ୍ଧମାଳରୁ ୧୭, ଗଞ୍ଜାମରୁ ୭୫, ଗଜପତିରୁ ୭୬, ସମ୍ବଲପୁରରୁ ୧୩, ମୟୂରଭଞ୍ଜରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍ ମୁକାବିଲା କରି ଫେରିଥିବା ଏନ୍ଡିଆର୍ଏଫ୍ର ଆଉ ୮ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୪୦ଜଣ ଚିକିତ୍ସାଧୀନ ଥିବାବେଳେ ୩,୯୮୮ଜଣ ସୁସ୍ଥ ହୋଇଛନ୍ତି। ୧୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ସମ୍ପୃକ୍ତ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି।
ସୂଚନାଥାଉ କି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା।
ଅନ୍ୟପକ୍ଷରେ, ସମ୍ପୃକ୍ତ ସେବାୟତଙ୍କ କରୋନା ପଜିଟିଭ୍ ଆସିବା ପରେ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ଏହିସବୁ ସର୍ତ୍ତାବଳୀ ଭିତରେ ଚାଲିଛି ପୁରୀ ରଥଯାତ୍ରା
]]>ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୫ଜଣ, ଯାଜପୁରରୁ ୯ଜଣ, ନବରଙ୍ଗପୁରରୁ ୭ଜଣ, ଖୋର୍ଦ୍ଧାରୁ ୧୦ଜଣ, କୋରାପୁଟରୁ ୬ଜଣ, ମାଲକାନଗିରି, ନୂଆପଡ଼ା ଓ ବଲାଙ୍ଗିରରୁ ଜଣେ ଲେଖାଏ, ବାଲେଶ୍ୱରରୁ ୩୪ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ, ଗଞ୍ଜାମରୁ ୫୬ଜଣ, ବୌଦ୍ଧରୁ ୨ଜଣ, ପୁରୀରୁ ୧୬ଜଣ, କେନ୍ଦ୍ରାପଡ଼ାରୁ ୭ଜଣ ଓ ବରଗଡ଼ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୫୧ଜଣ ଚିକିତ୍ସାଧୀନ ଥିବାବେଳେ ୩,୦୪୭ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦୁଝରରୁ ୧୧ଜଣ, ଯାଜପୁରରୁ ୧୨ଜଣ, ମାଲକାନଗିରି, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ, କଟକରୁ ୧୨ଜଣ, ଜଗତସିଂହପୁରରୁ ୧୧ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୧୫ଜଣ, ବରଗଡ଼ରୁ ୧୬ଜଣ, କନ୍ଧମାଳରୁ ୨୨ଜଣ, କଳାହାଣ୍ଡିରୁ ୧୬ଜଣ, ଗଞ୍ଜାମରୁ ୪ଜଣ, ପୁରୀରୁ ୭ଜଣ, ସୁନ୍ଦରଗଡ଼ରୁ ୩ଜଣ, ବଲାଙ୍ଗିରରୁ ୨ଜଣ ଓ ମୟୂରଭଞ୍ଜରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୦୧ଜଣ ଚିକିତ୍ସାଧୀନ ଥିବାବେଳେ ୨,୫୯୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
]]>ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ। ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଛି।
]]>We lost our four Covid Warriors. Entire District Administration is with their families. We request all people in Ganjam to follow social distancing norms . By doing this you will help our covid warriors in fighting this war @CMO_Odisha @HFWOdisha @SRC_Odisha pic.twitter.com/A92X1GQ0I7
— Collector & District Magistrate, Ganjam (@Ganjam_Admin) July 6, 2020
ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮ରେ ପହଞ୍ଚିଛି।
]]>ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୦୯ରହିଛି।
ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୦, ୦୫୦ରେ ପହଞ୍ଚିଛି।
]]>ଗତ ତିନି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ଟେଷ୍ଟ କରାଯାଇଛି। ହେଲେ ଆକ୍ରାନ୍ତଙ୍କ ପ୍ରତିଶତ ପୂର୍ବ ଅପେକ୍ଷା ବଢ଼ି ନାହିଁ। ଗତ ୨୪ ଘଣ୍ଟାରେ ୫୦ ହଜାର ୪୨୧ କରୋନା ଟେଷ୍ଟ ହୋଇଛି। ଆଣ୍ଟିଜେନ୍ ଦ୍ୱାରା ୪୪ ହଜାର ୬୪୦, RTPCRରେ ୫,୬୩୯ ଏବଂ ଟ୍ରୁନଟ ଦ୍ୱାରା ୧୪୨ଟି ଟେଷ୍ଟ୍ ହୋଇଛି।
ପଜିଟିଭ୍ କମିବା ରାଜ୍ୟ ପାଇଁ ଭଲ ସଙ୍କେତ ଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି। ତେବେ ଏନେଇ ଆଉ କିଛି ଦିକୁ ଅପେକ୍ଷା କରିବାକୁ ପଡ଼ିବ ବୋଲି ସେ କହିଛନ୍ତି।
]]>ଆହୁରି ପଢ଼ନ୍ତୁ:କରୋନାରେ ଅଧିକ ସଂକ୍ରମିତ ଯୁବବର୍ଗ
ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨, ୨୯୪ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ୨,୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୭୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୧୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ (Khordha) ସର୍ବାଧିକ ୪୬୬ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୨୨ରେ ପହଞ୍ଚିଛି।
]]>ଆହୁରି ପଢ଼ନ୍ତୁ:୪ ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ସ୍ୱତନ୍ତ୍ର ରଣନୀତି
ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଚିହ୍ନଟ ନୂଆ ୨,୮୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୯୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୦୬ ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୫୨୪ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦, ୦୨୦ରେ ପହଞ୍ଚିଛି।
]]>ଆହୁରି ପଢ଼ନ୍ତୁ: କୋଭିଡ଼ ହସ୍ପିଟାଲ ବୁଲି ତଦାରଖ କରିବେ ସ୍ୱତନ୍ତ୍ର ଟେକ୍ନିକାଲ ଟିମ୍
ଚିହ୍ନଟ ନୂଆ ୨,୬୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୭୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୪୭୫ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୨, ୭୧୮ରେ ପହଞ୍ଚିଛି।
]]>ଗୋଟିଏ ଦିନରେ ୬୧ ହଜାର ୩୭୯ କରୋନା ଟେଷ୍ଟ
RTPCR-୭,୦୫୪
ଆଣ୍ଟିଜେନ୍-୫୪,୨୪୩
ଟ୍ରୁନଟ୍- ୮୨
ଚିହ୍ନଟ ନୂଆ ୨,୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୯୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୪୪୩ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫, ୫୩୭ରେ ପହଞ୍ଚିଛି।
]]>୨୪ ଘଣ୍ଟାରେ ୬୮ ହଜାର ୯୦୬ କରୋନା ଟେଷ୍ଟ
RTPCR-୭,୫୮୫
ଆଣ୍ଟିଜେନ୍-୬୧,୧୬୬
ଟ୍ରୁନଟ୍- ୧୫୫
ଚିହ୍ନଟ ନୂଆ ୨,୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୭୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୬୦୬ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮, ୫୩୦ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ ୨,୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୨୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୨୩ ରହିଛି।
କଟକରୁ ସର୍ବାଧିକ ୫୮୯ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୧, ୪୭୯ରେ ପହଞ୍ଚିଛି।
]]>ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ କେସ୍ ୨୭, ୬୩୮ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୭, ୬୦୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୫୯, ୪୭୦ ଜଣ ସୁସ୍ଥ ହୋଇଛନ୍ତି।
ଖୋର୍ଦ୍ଧାରୁ (Khordha) ସର୍ବଧିକ ୫୪୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ କଟକରୁ (Cuttack) ୩୫୭ ଜଣ ଚିହ୍ନଟ ହୋଇଛନ୍ତି।
Covid-19 Report For 25th August
New Positives Cases: 3371
In quarantine: 2053
Local contacts: 1318(Details of local contacts will be shared by concerned District Administration)
District Wise Cases
1. Angul: 63
2. Balasore: 98
3. Bargarh: 98
4. Bhadrak: 114
5. Balangir: 76— I & PR Department, Odisha (@IPR_Odisha) August 26, 2020
ଆହୁରି ପଢ଼ନ୍ତୁ: 24 ଘଣ୍ଟାରେ 13 କରୋନା ମୃତ୍ୟୁ
]]>
ଚିହ୍ନଟ ନୂଆ ୩,୬୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୪୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୪୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୭୭୫ ଜଣ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୪, ୬୬୮ରେ ପହଞ୍ଚିଛି।
]]>ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଆଇସୋଲେସନରେ ରହିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି।
ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଚାନ୍ଦବାଲିର ବନ୍ୟା ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ ନ କରିପାରିବାରୁ ବିଧାୟକ Byomkesh ଦୁଃଖ ପ୍ରକାଶ କରିଛନ୍ତି।
]]>ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆଉ 10 କରୋନା ମୃତ୍ୟୁ
ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଗତକାଲି ଖୋର୍ଦ୍ଧା (Khordha) ରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୬୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି।
]]>ଆହୁରି ପଢ଼ନ୍ତୁ: ଚାନ୍ଦବାଲି ବିଧାୟକଙ୍କୁ କରୋନା
ଚିହ୍ନଟ ନୂଆ ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୪୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୮୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି।
]]>୨୪ ଘଣ୍ଟାରେ ଓଡ଼ିଶାରେ ୫୧ ହଜାର ୨୪୫ କରୋନା ଟେଷ୍ଟ। ଆଣ୍ଟିଜେନ୍, RTPCR ଓ ଟ୍ରୁନଟ୍ ଦ୍ୱାରା ଏହି ଟେଷ୍ଟ କରାଯାଇଛି।
ଆଣ୍ଟିଜେନ୍- ୪୩,୪୭୬
RTPCR- ୭,୬୮୫
ଟ୍ରୁନଟ୍- ୮୪
ଚିହ୍ନଟ ନୂଆ ୩,୨୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୩୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୨୮୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧାରୁ ସର୍ବାଧିକ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆଉ ଦୁଇ ବିଧାୟକଙ୍କୁ କରୋନା
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ ୩,୨୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୬୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୩୦୬ ରହିଛି।
ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆହୁରି ପଢ଼ନ୍ତୁ: ଦିନକରେ ୧୦୯୬ ମୃତ, ୩୯ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ ୩,୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୬୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୩୮୨ ରହିଛି।
ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୮୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି।
]]>ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୯୨ ରହିଛି।
ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଛି।
]]>For More Coronavirus Odisha News Stay Updated With us.
ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ?
ବଡ଼ଗଡ଼ ବ୍ରିଟ୍ କଲୋନୀରୁ ୪, ବରମୁଣ୍ଡାରୁ ୮, ଆଇଆର୍ସି ଭିଲେଜରୁ ୪, ବିଜେବି ନଗରରୁ ୩, ବ୍ରହ୍ମେଶ୍ୱର ପାଟଣାରୁ ୩, ଚନ୍ଦ୍ରଶେଖରପୁରରୁ ୫, ଡୁମ୍ଡୁମାରୁ ୩, କୋଳଥିଆରୁ ୫, ଖାରବେଳ ନଗରରୁ ୪, କଳିଙ୍ଗନଗରରୁ ୪, ଝାରପଡ଼ାରୁ ୫, ଜୟଦେବ ବିହାରରୁ ୩, ସାଲିଆ ସାହିରୁ ୩, ଜାମୁଝରିରୁ ୫, ନୟାପଲ୍ଲୀରୁ ୧୩, ନୟାପଲ୍ଲୀ ବେହେରା ସାହିରୁ ୩, ନୀଳାଦ୍ରୀ ବିହାରରୁ ୬, ଓଲ୍ଡ ଟାଉନ୍ରୁ ୪, ପଟିଆରୁ ୮, ରାଜ ଭବନ କଲୋନୀରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
https://twitter.com/bmcbbsr/status/1306192451556659200?s=20
ରସୁଲଗଡ଼ରୁ ୪, ମଞ୍ଚେଶ୍ୱରରୁ ୪, ସହିଦ ନଗରରୁ ୫, ଟଙ୍କପାଣି ରୋଡ୍ରୁ ୫, ୟୁନିଟ୍-୬ରୁ ୫, ସୁନ୍ଦରପଦାରୁ ୭, ୧୮ ଜଣ ବେସରକାରୀ ମେଡିକାଲ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନେ ସମସ୍ତେ ଲୋକାଲ୍ କେସ।
ଆହୁରି ପଢ଼ନ୍ତୁ: ଭାରତରେ ୩ କରୋନା ଭ୍ୟାକ୍ସିନ୍ କ୍ଲିନିକାଲ୍ ଟ୍ରାଏଲ୍ ଷ୍ଟେଜ୍ରେ
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୧୭୨୯୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୬୯୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୫୨୪ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
]]>For More Coronavirus Odisha News Log on to our Website.
ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି।
For More Corona Updates in Odisha Stay Updated With Us.
]]>https://twitter.com/IPR_Odisha/status/1308280181035950088?s=20
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୨ ପଜିଟିଭ୍ ଚିହ୍ନଟ ହୋଇଛି। ସେହିପରି କଟକରୁ ୫୮୬, ପୁରୀରୁ ୨୬୫, ଷ୍ଟେଟ୍ ପୁଲରୁ ୨୪୩, ସୁନ୍ଦରଗଡ଼ରୁ ୨୦୧, ଯାଜପୁରରୁ ୧୮୭, ମୟୂରଭଞ୍ଜରୁ ୧୭୪, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୨୮, କେନ୍ଦ୍ରାପଡ଼ାରୁ ୧୨୬, ବଲାଙ୍ଗିରରୁ ୧୧୪, ସମ୍ବଲପୁରରୁ ୧୧୩, ଅନୁଗୁଳରୁ ୧୦୭, କଳାହାଣ୍ଡିରୁ ୧୦୫, ଜଗତସିଂହପୁରରୁ ୧୦୪ ଚିହ୍ନଟ ହୋଇଛନ୍ତି।
For More Corona Updates In Odisha Stay Updated With Us.
]]>ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ରେ ପହଞ୍ଚିଛି।
]]>ସେ ଆହୁରି କହିଛନ୍ତି, ‘ବର୍ତ୍ତମାନ ସଂକ୍ରମଣ କମିଛି ଓ ଦୈନିକ ୧୫ଶହ ପାଖାପାଖି ରହିଛି। ପୂଜାରେ ସଂକ୍ରମଣ ବଢ଼ିବାର ଆଶଙ୍କା ଥିଲା, ତେବେ ଲୋକଙ୍କ ସହଯୋଗ ଯୋଗୁ ଏହା କମିଛି। ଓଡ଼ିଶାରେ କରୋନା ରି-ଇନ୍ଫେକ୍ସନ୍ ହେଉଛି। କିନ୍ତୁ ବହୁତ କମ୍। ILSରେ ଟେଷ୍ଟିଂରେ ୩/୪ ଜଣ ଲୋକଙ୍କୁ ରି-ଇନ୍ଫେକ୍ସନ୍ ହୋଇଥିବା ଜଣାପଡ଼ିଛି।
‘ପଜିଟିଭ୍ ପରେ ପୁଣି କାହିଁକି ରି-ଇନ୍ଫେକ୍ସନ୍ ହେଉଛି, ସେନେଇ ତର୍ଜମା ଚାଲିଛି। ରାଜ୍ୟରେ ସେକେଣ୍ଡ ୱେଭ୍ ସମ୍ଭାବନା ରହିଛି। ତେଣୁ ଲୋକେ ସଚେତନ ରହିବା ଦରକାର’ ବୋଲି ILS ନିର୍ଦ୍ଦେଶକ କହିଛନ୍ତି।
]]>ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା
ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ରେ ପହଞ୍ଚିଛି।
Covid-19 Report For 29th October
New Positives Cases 1470
In quarantine: 853
Local contacts: 617(Details of local contacts will be shared by concerned District Administration)
District Wise Cases:
1. Angul: 76
2. Balasore: 56
3. Bargarh: 61
4. Bhadrak: 19
5. Balangir: 63— I & PR Department, Odisha (@IPR_Odisha) October 31, 2020
6. Boudh: 17
7. Cuttack: 126
8. Deogarh: 5
9. Dhenkanal: 17
10. Gajapati: 8
11. Ganjam: 22
12. Jagatsinghpur: 76
13. Jajpur: 42
14. Jharsuguda: 39
15. Kalahandi: 31
16. Kandhamal: 11
17. Kendrapada: 75
18. Keonjhar: 51
19. Khurda: 170
20. Koraput: 24
21. Malkangiri: 25— I & PR Department, Odisha (@IPR_Odisha) October 31, 2020
]]>22. Mayurbhanj: 50
23. Nawarangpur: 34
24. Nayagarh: 31
25. Nuapada: 61
26. Puri: 64
27. Rayagada: 13
28. Sambalpur: 34
29. Sonepur: 27
30. Sundargarh: 112
31. State Pool: 30New Recoveries: 1800
Cumulative Tested: 4555815
Positive: 290116
Recovered: 273838
Active cases: 14905— I & PR Department, Odisha (@IPR_Odisha) October 31, 2020
ଚିହ୍ନଟ ନୂଆ ୧,୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Covid-19 Report For 1st November
New Positive Cases: 1389
In Quarantine: 798
Local Contacts: 591(Details of local contacts will be shared by concerned District Administration)
District Wise Cases:
1. Angul: 69
2. Balasore: 59
3. Bargarh: 71
4. Bhadrak: 52
5. Balangir: 70— I & PR Department, Odisha (@IPR_Odisha) November 2, 2020
ବଡ ଖବର:ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ
6. Boudh: 7
7. Cuttack: 101
8. Deogarh: 9
9. Dhenkanal: 20
10. Gajapati: 4
11. Ganjam: 11
12. Jagatsinghpur: 53
13. Jajpur: 46
14. Jharsuguda: 35
15. Kalahandi: 27
16. Kandhamal: 18
17. Kendrapada: 80
18. Keonjhar: 49
19. Khurda: 142
20. Koraput: 13
21. Malkangiri: 25— I & PR Department, Odisha (@IPR_Odisha) November 2, 2020
22. Mayurbhanj: 55
23. Nawarangpur: 24
24. Nayagarh: 22
25. Nuapada: 59
26. Puri: 58
27. Rayagada: 10
28. Sambalpur: 34
29. Sonepur: 35
30. Sundargarh: 100
31. State Pool: 31New Recoveries: 1815
Cumulative Tested: 4645192
Positive: 293214
Recovered: 277564
Active Cases: 14257— I & PR Department, Odisha (@IPR_Odisha) November 2, 2020
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି।
]]>
ଚିହ୍ନଟ ନୂଆ ୧,୩୮୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୮୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୨୭୪ରେ ପହଞ୍ଚିଛି।
Covid-19 Report For 4th November
New Positive Cases: 1385
In Quarantine: 798
Local Contacts: 587(Details of local contacts will be shared by concerned District Administration)
District Wise Cases:
1. Angul: 88
2. Balasore: 36
3. Bargarh: 55
4. Bhadrak: 31
5. Balangir: 77— I & PR Department, Odisha (@IPR_Odisha) November 5, 2020
6. Boudh: 4
7. Cuttack: 109
8. Deogarh: 8
9. Dhenkanal: 33
10. Gajapati: 3
11. Ganjam: 23
12. Jagatsinghpur: 50
13. Jajpur: 23
14. Jharsuguda: 29
15. Kalahandi: 50
16. Kandhamal: 11
17. Kendrapada: 42
18. Keonjhar: 57
19. Khurda: 159
20. Koraput: 28
21. Malkangiri: 23— I & PR Department, Odisha (@IPR_Odisha) November 5, 2020
22. Mayurbhanj: 103
23. Nawarangpur: 21
24. Nayagarh: 32
25. Nuapada: 88
26. Puri: 35
27. Rayagada: 10
28. Sambalpur: 30
29. Sonepur: 5
30. Sundargarh: 91
31. State Pool: 31New recoveries: 1520
Cumulative tested: 4787026
Positive: 297274
Recovered: 282073
Active cases: 13770— I & PR Department, Odisha (@IPR_Odisha) November 5, 2020
ଆହୁରି ପଢ଼ନ୍ତୁ:୨୪ ଘଣ୍ଟାରେ କରୋନା ନେଲା ୧୪ ଜୀବନ
]]>
ସୁନ୍ଦରଗଡରେ ସର୍ବାଧିକ ୪୧ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୩୨, ଅନୁଗୁଳରୁ ୩୪ ରୋଗୀ ବାହାରିନ୍ତି। ଖୋର୍ଦ୍ଧା ରୁ ୨୩ ଓ କଟକରୁ ୨୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୭୨୫ ଥିବାବେଳେ ଆକ୍ଟିଭ କେସ ଅଛି ୫୬୭୭ ଓ ସୁସ୍ଥ ହୋଇଛନ୍ତି ୩,୧୧,୨୫୬।
Covid-19 Report For 29th November
New Positive Cases : 418
In quarantine: 241
Local contacts: 177(Details of local contacts will be shared by concerned District Administration)
District Wise Cases:
1. Angul: 34
2. Balasore: 19
3. Bargarh: 7
4. Bhadrak: 4
5. Balangir: 15— I & PR Department, Odisha (@IPR_Odisha) November 30, 2020
]]>ଆହୁରି ପଢ଼ନ୍ତୁ:କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ