Tag: Coronavirus Latest News Odisha

EaNSYFqWAAApKws
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]

corona Super Spreader In Jharsuguda
ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର ! କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ବର୍ଥ ଡେ’ ପାର୍ଟି ସେଲିବ୍ରେସନ୍‌

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର !  ଗୁରୁଗ୍ରାମରୁ ଆସିଥିବା ଜଣେ ମହିଳାଙ୍କ ସଂସ୍ପର୍ଶରେ ଆସି ବ୍ରଜରାଜନଗରର ଓପିଏମ କଲୋନୀରେ ୧୭ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।  ମହିଳା ଜଣଙ୍କ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ କୋଭିଡ୍ ନିୟମ ନ ମାନି ପୁଅର ବର୍ଥ ଡେ’ ପାର୍ଟି ଆୟୋଜନ କରିବା ସହ ପଡୋଶୀ ମାନଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ। ସବୁଠାରୁ ବଡ଼ କଥା, ଜନ୍ମଦିନ ପାଳନ କରାଯାଇଥିବା ଅଞ୍ଚଳ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା ହୋଇଛି। ଏସବୁ ପରେ […]

corona update odisha
ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ, ୪,୬୭୭ରେ ପହଞ୍ଚିଲା ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଓ ଯାଜପୁରରୁ ୮ଜଣ ଲେଖାଏ, […]

corona latest news odisha
ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁରରୁ ୮ଜଣ, କେନ୍ଦୁଝରରୁ ୨ଜଣ, କଟକରୁ ୨ଜଣ, ମାଲକାନଗିରିରୁ […]

covid
୧୪୧ କରୋନା ପଜିଟିଭ ଚିହ୍ନଟ, ୨୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି। ଏଥିସହିତ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୯୯୧ ଜଣ ଚିକିତ୍ସି ହେଉଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ୧୮ ଜିଲ୍ଲାର। ଗଞ୍ଜାମ […]

nagative
୧୨ ଜିଲ୍ଲାରୁ ସୁସ୍ଥ ହେଲେ ୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଯାଜପୁରରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଆରୋଗ୍ୟଙ୍କ ମଧ୍ୟରେ ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଆଜି ସକାଳେ ୧୯ ଜିଲ୍ଲାରୁ ରାଜ୍ୟରେ ୧୫୬ […]

CORONA-HEAVY
୧୫ ଜିଲ୍ଲାରୁ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ୧୫ ଜିଲ୍ଲାରୁ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା। ଆଜି ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୨ ଜଣ ଥିବାବେଳେ ଜଗତ୍‌ସିଂହପୁରର ୧୧, ଢେଙ୍କାନାଳର ୯ […]

recovered
ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ। ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରପଡ଼ାରୁ ୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କନ୍ଧମାଳ ଓ ବଲାଙ୍ଗିରରୁ ୨ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାଛଡ଼ା କେନ୍ଦୁଝର, ବୌଦ୍ଧ, ସମ୍ବଲପୁର ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି […]