• translate

Tag: Coronavirus Odisha News

91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

coronavirus
ରାଜ୍ୟରେ ଆଉ ୨୮୨ କରୋନା ପଜିଟିଭ୍‌‌ ଚିହ୍ନଟ, ୨୬ଟି ଲୋକାଲ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୨  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୮୨  ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, […]

corona Super Spreader In Jharsuguda
ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର ! କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ବର୍ଥ ଡେ’ ପାର୍ଟି ସେଲିବ୍ରେସନ୍‌

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର !  ଗୁରୁଗ୍ରାମରୁ ଆସିଥିବା ଜଣେ ମହିଳାଙ୍କ ସଂସ୍ପର୍ଶରେ ଆସି ବ୍ରଜରାଜନଗରର ଓପିଏମ କଲୋନୀରେ ୧୭ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।  ମହିଳା ଜଣଙ୍କ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ କୋଭିଡ୍ ନିୟମ ନ ମାନି ପୁଅର ବର୍ଥ ଡେ’ ପାର୍ଟି ଆୟୋଜନ କରିବା ସହ ପଡୋଶୀ ମାନଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ। ସବୁଠାରୁ ବଡ଼ କଥା, ଜନ୍ମଦିନ ପାଳନ କରାଯାଇଥିବା ଅଞ୍ଚଳ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା ହୋଇଛି। ଏସବୁ ପରେ […]

coronavirus latest news odisha
୧୮ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ Corona ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ […]

EaNSYFqWAAApKws
୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, […]

covid
୧୪୧ କରୋନା ପଜିଟିଭ ଚିହ୍ନଟ, ୨୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି। ଏଥିସହିତ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୯୯୧ ଜଣ ଚିକିତ୍ସି ହେଉଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ୧୮ ଜିଲ୍ଲାର। ଗଞ୍ଜାମ […]