• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covid 19 India

bhubaneswar corona update
କରୋନା ଅପଡେଟ୍: ବଢ଼ୁଛି ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ କରୋନାରେ ୧୦ ହଜାର ୯୭୪ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ୨ ହଜାର ପାର କରିଛି। ଗତ ୨୪ ଘଣ୍ଟାରେ ୨ ହଜାର ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ୍ ସଂଖ୍ୟା ୧୧ହଜାର ୯୦୩କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫କୁ ପହଞ୍ଚିଛି। ମହାରାଷ୍ଟ୍ର ଏବଂ ଦିଲ୍ଲୀରେ […]

covid
୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱରେ କରୋନା ପ୍ରଭାବିତ ଟପ୍ ଟେନ୍ ଦେଶ ତାଲିକାରେ ଥିବା ଭାରତରେ ଦିନକୁ ଦିନ ସ୍ଥିତି ଗମ୍ଭୀର ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ୬ ହଜାର ୫୩୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୧୬୭ ଟପିଥିବା ବେଳେ ଆକ୍ଟିଭ୍‌ କେସ୍ ୮୦ ହଜାର ୭୨୨ ରହିଛି। ଏପର୍ଯ୍ୟନ୍ତ ସୁସ୍ଥ […]

Everest
ଏଭରେଷ୍ଟରେ ପହଞ୍ଚିଲାଣି କରୋନା, ୧୦୦ରୁ ଅଧିକ ପର୍ବତାରୋହୀ ଆକ୍ରାନ୍ତ

କାଠମାଣ୍ଡୁ: କରୋନା ଭାଇରସ୍ ପୃଥିବୀର ସର୍ବୋଚ୍ଚ ଶିଖର ଏଭରେଷ୍ଟରେ ମଧ୍ୟ ନିଜର କାୟା ବିସ୍ତାର କରିନେଇଛି । ଜଣେ ପର୍ବତାରୋହୀ ବିଶେଷଜ୍ଞଙ୍କ କହିବାନୁଯାୟୀ ଅତି କମରେ ୧୦୦ଜଣ ପର୍ବତାରୋହଣକାରୀ ଏବଂ ସହଯୋଗୀ କୋଭିଡ-୧୯ରେ ସଂକ୍ରମିତ ହୋଇସାରିଲେଣି। ଅନ୍ୟପଟେ ନେପାଳର ଅଧିକାରୀ ଏହାକୁ ଖଣ୍ଡନ କରିଛନ୍ତି । ଗତ ସପ୍ତାହରେ ଅଷ୍ଟ୍ରିଆର ଲୁକାସ ଫାର୍ଟନବାକ୍ ଏକମାତ୍ର ପର୍ବତାରୋହୀ ଥିଲେ ଯିଏ ନିଜର ଏଭରେଷ୍ଟ ଅଭିଯାନକୁ ରଦ୍ଦ କରିଥିଲେ । ସେ ଶନିବାର କହିଛନ୍ତି ଯେ, ତାଙ୍କର ବିଦେଶୀ ଗାଇଡ୍ […]

corona positive
ଦେଶରେ ଦିନକରେ ଚିହ୍ନଟ ହେଲେ ଏକ ଲକ୍ଷ ୬୮ ହଜାର କରୋନା ରୋଗୀ

ନୂଆଦିଲ୍ଲୀ: ଡରେଇଲାଣି କରୋନା । ପ୍ରତିଦିନ ରେକର୍ଡ ଭାଙ୍ଗୁଛି ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୬୮ ହଜାର ୯୧୨ ଜଣ କରୋନା ରୋଗୀ ଚିହ୍ନଟ  ହୋଇଛନ୍ତି। ଦେଶରେ ଗୋଟିଏ ଦିନରେ ଏତେ ସଂଖ୍ୟକ ରୋଗୀ ଚିହ୍ନଟ ହେବା  ପ୍ରଥମ। ଏହା ପୂର୍ବରୁ ଏପ୍ରିଲ ୧ ତାରିଖ ୧ ଲକ୍ଷ ୫୨ ହଜାର ୫୬୫ ମାମଲା ସାମ୍ନାକୁ ଆସିଥିଲା। ସେହିପରି ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣ ରୋଗୀ ଆଖି ବୁଜିଛନ୍ତି। ଗତ […]

corona
ମେ’ରେ କରୋନା ପ୍ରକୋପ: ଦେଶରେ ୨୬ ଦିନରେ ୧ ଲକ୍ଷ ୧୬ ଆକ୍ରାନ୍ତ

ଭାରତ: ହୁ ହୁ ହୋଇ ବଢିବାରେ ଲାଗିଛନ୍ତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ୬୩୮୭ ନୂଆ ମାମଲା ସାମ୍ନାକୁ ଆସିଛିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।  ଏବେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୩୩୭କୁ ବୃଦ୍ଧି ପାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୬୭ ରହିଛି।  ଆକ୍ଟିଭ୍ କେସ୍ ୮୩ ହଜାର ୪ ରହିଥିବାବେଳେ ସୁସ୍ଥ ହେଲେଣି ୬୪ ହଜାର ୪୨୫। ମହାରାଷ୍ଟ୍ରରେ […]

oxizen
୪ ହଜାର ତଳକୁ ଖସିଲା କରୋନା ମୃତ୍ୟୁ ସଂଖ୍ୟା; ଦିଲ୍ଲୀରେ ବି କମିଲା ଦୈନିକ ସଂକ୍ରମଣ ହାର

ନୂଆଦିଲ୍ଲୀ- କରୋନାର ଦୈନକ ସଂକ୍ରମଣରୁ ଆଜି ସାମାନ୍ୟ ଆଶ୍ଵସ୍ତି ମିଳୁଛି । ମେ’ ମାସରେ ଦୈନିକ ସଂକ୍ରମଣ ଆଜି ସବୁଠାରୁ କମ୍‌ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଶନିବାର ୩ ଲକ୍ଷ ୨୬ ହଜାର…