• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covid19 Cases In Odisha Today

corona-1
ଦିନକରେ ଓଡ଼ିଶାରେ ୨ ହଜାର ଟପିଲା କରୋନା ପଜିଟିଭ୍‌ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୧,୭୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ପାର୍‌ କରିଛି। ୨୪ ଘଣ୍ଟାରେ ରାଜ୍ୟରେ ୨,୨୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର, ଗଞ୍ଜାମ ଓ ବଲାଙ୍ଗିରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ […]

corona
ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି। ଗଞ୍ଜାମରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଛି।